ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ଶହୀଦ

କାମାକ୍ଷାନଗର, ୧୮।୬(ଡି.ଏନ୍‌.ଏ.): ଜମ୍ମୁ କଶ୍ମୀର ଅନନ୍ତନାଗ ଜିଲାରେ ସୋମବାର ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଜଣେ ଓଡ଼ିଆ ଯବାନ ଶହୀଦ ହୋଇଛନ୍ତି। ସେ ହେଲେ ଢେଙ୍କାନାଳ ଜିଲା କାମାକ୍ଷାନଗର ବଡସୁଆଁଳ ଗ୍ରାମର ଅଜିତ୍‌ ସାହୁ।
୨୦୧୫ ମସିହାରେ ଅଜିତ୍‌ ଆର୍ମୀରେ ଯୋଗ ଦେଇଥିଲେ। ସେ ଶହୀଦ ହେବା ନେଇ ମଙ୍ଗଳବାର ତାଙ୍କ ଘରକୁ ଫୋନ୍‌ ଆସିଥିଲା। ତାଙ୍କର ମୃତ୍ୟୁ ଖବର ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ, ଏହି ଘଟଣାରେ ୮ ଯବାନ ଆହତ ହୋଇଥିବା ବେଳେ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି।


All Right Reserved By

ଆନ୍ଦୋଳନକାରୀଙ୍କୁ ମନାଇ ପାରିଲାନି ପ୍ରଶାସନ: ଆଲୋଚନା ଫେଲ୍‌ ମାରିଲା

ଚମ୍ପୁଆ,୯ା୭(ଡି.ଏନ.ଏ.)- କେନ୍ଦୁଝର ଜିଲା ଖଣି ଖାଦାନଭରା ଚମ୍ପୁଆ ଅଞ୍ଚଳରେ ପାରିପାର୍ଶ୍ୱିକ ଉନ୍ନତି ଓ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଦାବି କରି ବଡକାଳିମାଟି ଗ୍ରାମବାସୀ ଦୀର୍ଘ ୨୨...

ନିଶା ବେପାରୀଙ୍କ ଉପରେ ପୋଲିସର କଡା ଆଭିମୁଖ୍ୟ:  ଚାର୍ଜଶିଟ୍‌ରେ ଯୋଡ଼ା ହେବ ସମ୍ପତ୍ତି ତାଲିକା

କଟକ ଅଫିସ୍‌, ୧୦ା୭: ରାଜ୍ୟରେ ଦିନକୁଦିନ ବେଆଇନ ନିଶା କାରବାର ବୃଦ୍ଧି ପାଉଛି। ବିଶେଷ କରି ବେଆଇନ ଗଞ୍ଜେଇ, ବ୍ରାଉନସୁଗାର କାରବାର ପୋଲିସ ପାଇଁ ଚିନ୍ତାର...

ମାଓବାଦୀ ନେତା ସବ୍ୟସାଚୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ, ୧୮।୫: ୨୦୧୪ ଜୁଲାଇ ୧୭ ତାରିଖ ବିଳମ୍ବିତ ରାତିରେ ବଡ଼ବଜ଼ାର ଥାନା ଅନ୍ତର୍ଗତ ମଙ୍ଗଲବରମ ପେଟାସାହିର ଏ. ଚନ୍ଦ୍ରା ରାଓଙ୍କ ଘରୁ ମାଓବାଦୀ...

ବରମୁଣ୍ଡାରୁ ପଳାଶୁଣୀ ନୋ ଓଭରଟେକିଂ ଜୋନ

ଭୁବନେଶ୍ୱର,୩।୯(ବ୍ୟୁରୋ): ବାଇକ ଓ କାର ଚାଳକଙ୍କ ପରେ କମିଶନରେଟ ପୋଲିସର ନଜର ଏବେ ବସ୍‌ ଉପରେ। ବସ୍‌ ପାଇଁ କଡାକଡି କଟକଣା ଲାଗୁ ହୋଇଛି। ବରମୁଣ୍ଡାରୁ...

ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ

ଲଇକେରା, ୧୪ା୯ (ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପୂର୍ତ୍ତ ବିଭାଗର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଲଇକେରା ପୂର୍ତ୍ତ ବିଭାଗ ତରଫରୁ ଏକ ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ...

ବୈତରଣୀରେ ଜଳସ୍ତର ବୃଦ୍ଧି: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଭଣ୍ଡାରିପୋଖରୀ, ୨୦।୮ (ଡି.ଏନ.ଏ.) – ବୈତରଣୀ ନଦୀର ଆଖୁଆପଦାଠାରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳ ୬ଟାଠାରୁ ଜଳସ୍ତର ଆଖୁଆପଦାଠାରେ ଦ୍ରୁତଗତିରେ ବୃଦ୍ଧି ପାଇବା...

ରାସ୍ତା ପାଲଟିଛି ଦୁର୍ଗମ: ଖମ୍ବ ପୋତି ପ୍ରତିବାଦ ଜଣାଇଲେ ଗ୍ରାମବାସୀ, ଜିଲାପାଳ ଦୃଷ୍ଟି ଦେବାକୁ ଦାବି

ବାଲିଆପାଳ, ୨୭ା୮(ଡି.ଏନ.ଏ.)-ବାଲିଆପାଳ ବ୍ଲକ ବଡାଶ ପଞ୍ଚାୟତ ଜଗାଇ ହାକାଣ୍ଡ ପୋଖରୀରୁ ମାଣିକ ସିମୁଳିଆସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ(ବିନ୍ଦୁ ଧର୍ମ)ଆଶ୍ରମ ପର୍ଯ୍ୟନ୍ତ ରାସ୍ତା ଦୁର୍ଗମ ହୋଇପଡିଛି।...

ଝୁଣ୍ଟିଛି ବାଜି ରାଉତ ସମନ୍ବିତ ସାମାଜିକ ଗୃହ ନିର୍ମାଣ ଯୋଜନା: ଆବଣ୍ଟନଗ୍ରାହୀଙ୍କୁ ମିଳୁନି ଘର

ଢେଙ୍କାନାଳ ଅଫିସ, ୧।୬: ଢେଙ୍କାନାଳ ମହିଷାପାଟ ନିକଟରେ ରାଜ୍ୟ ହାଉସିଂ ବୋର୍ଡ ପକ୍ଷରୁ ବାଜି ରାଉତ ସମନ୍ବିତ ସାମାଜିକ ଗୃହ ନିର୍ମାଣ ଯୋଜନାରେ ଘର ନିର୍ମାଣ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *