Posted inଜାତୀୟ

ବଦଳିଲା ‘ବାୟୁ’ର ଗତିପଥ: ଆଶ୍ୱସ୍ତ ହେଲେ ଦିଲ୍ଲୀବାସୀ

ନୂଆଦିଲ୍ଲୀ,୧୮।୬: ଗୋଟିଏ ପଟେ ସାମୁଦ୍ରିକ ଝଡ଼ ‘ବାୟୁ’ ତା’ର ଗତିପଥ ବଦଳାଇ ପୁଣି ଗୁଜରାଟ ମୁହାଁ ହୋଇଥିବା ବେଳେ ଅନ୍ୟପଟେ ଏହାର ପ୍ରଭାବରେ ଦେଶର କିଛି ଅଂଶରେ ବର୍ଷା ହୋଇ ଯାଇଛି। ପ୍ରବଳ ଗ୍ରୀଷ୍ମରେ ଆଉଟୁ ପାଉଟୁ ହେଉଥିବା ରାଜଧାନୀବାସୀ ମଧ୍ୟ ସାମାନ୍ୟ ଆଶ୍ୱସ୍ତ ଅନୁଭବ କରିଛନ୍ତି। ସୋମବାର ଦିଲ୍ଲି ଏନ୍‌ସିଆର୍‌ରେ ବର୍ଷା ହେବା ଫଳରେ ସେଠାକାର ତାପମାତ୍ରାରେ ପରିବର୍ତ୍ତନ ଆସିଛି। ମଙ୍ଗଳବାର ମଧ୍ୟ ଝିପିଝିପି ବର୍ଷା ସାଙ୍ଗକୁ କୋହଲା ପାଗ ଯୋଗୁ ଦିଲ୍ଲୀବାସୀ ଅସହ୍ୟ ଗରମରୁ ସାମାନ୍ୟ ତ୍ରାହି ପାଇଛନ୍ତି। ଆସନ୍ତା ଦିନେ ୨ ଦିନ ପର୍ଯ୍ୟନ୍ତ ଏହି ପାଗ ଲାଗି ରହିବ ବୋଲି କହିଛି ଜାତୀୟ ପାଣିପାଗ ବିଭାଗ।


All Right Reserved By Dharitri.Com

ବାହ୍ୟ ବିପଦର ମୁକାବିଲା କରିବ ରାଷ୍ଟ୍ରୀୟ ଏକତା

ନୂଆଦିଲ୍ଲୀ: ଭାରତରେ ରାଜନୈତିକ ଏକତ୍ରୀକରଣ ପାଇଁ ଭାରତର ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଓ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ସ୍ବାଧୀନତା ପରେ ଦେଶରେ...

ଭାଜପାକୁ କେଜରିଓ୍ବାଲଙ୍କ ଖୋଲା ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି(ଏଏପି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ କଡା ଟକ୍କର ହେବ ବୋଲି କୁହାଯାଉଛି। ମଙ୍ଗଳବାର ଏଏପି...

ଏୟାର ମାର୍ଶଲ ଆର୍‌. କେ.ଏସ୍‌. ଭଦୋରିୟା ହେଲେ ନୂଆ ବାୟୁସେନା ଅଧ୍ୟକ୍ଷ

ନୂଆଦିଲ୍ଲୀ,୩୦।୯: ଏୟାର ମାର୍ଶଲ ଆର୍‌. କେ.ଏସ୍‌. ଭଦୋରିୟା ନୂଆ ବାୟୁସେନା ଅଧ୍ୟକ୍ଷ ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବି.ଏସ୍‌. ଧନୋଆଙ୍କ ଅବସର ଗ୍ରହଣ ପରେ...

ଚଢ଼ାଦରରେ କିଣୁଛନ୍ତି ୬୦.୯% ଭାରତୀୟ

ନୂଆଦିଲ୍ଲୀ, ୩୧ା୩(ଆଇଏଏନ୍‌ଏସ୍‌): କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିବାରେ ଲାଗିଛି।...

ମହାରାଜା ରଣଜିତ୍‌ ସିଂଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଦେଲେ

ଲାହୋର,୧୨ା୮(ପି.ଟି.): ଊନବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ପଞ୍ଜାବକୁ ୪୦ ବର୍ଷ ଧରି ଶାସନ କରିଥିବା ମହାରାଜା ରଣଜିତ୍‌ ସିଂଙ୍କ ପ୍ରତିମୂର୍ତ୍ତିକୁ ଲାହୋରରେ ପାକିସ୍ତାନୀମାନେ ଭାଙ୍ଗିଦେଇଛନ୍ତି। ରଣଜିତ୍‌ ସିଂଙ୍କ...

କଂଗ୍ରେସର ଉଜୁଡ଼ା କ୍ଷେତକୁ ଜଗିବେ ୪ କାର୍ଯ୍ୟକାରୀ ଅଧ୍ୟକ୍ଷ !

ନୂଆଦିଲ୍ଲୀ, ୨୬।୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳ ୨୦୧୪ ତୁଳନାରେ ମାତ୍ର ୮ ଆସନ ଅଧିକ ହାସଲ କରିଛି। ପୂର୍ବରୁ ଏହା ୪୪ ଥିବାବେଳେ...

ନବନିର୍ବାଚିତ ବିଏସପି ଏମ୍‌ପିଙ୍କୁ ସୁରକ୍ଷା ଦେବାକୁ ମନାକଲେ ସୁପ୍ରିମକୋର୍ଟ

ଲକ୍ଷ୍ନୌ,୨୭।୫: ଜଣେ ଛାତ୍ରୀଙ୍କୁ ବଳାତ୍କାର ମାମଲାରେ ବିଏସପିର ନବନିର୍ବାଚିତ ଏମ୍‌ପି ଅତୁଲ ରାୟଙ୍କୁ ସୁପ୍ରିମକୋର୍ଟରୁ ଝଟ୍‌କା ଲାଗିଛି। ଗିରଫଦାରୀରୁ ବର୍ତ୍ତିବା ପାଇଁ ହୋଇଥିବା ଏକ ଆବେଦନ...

ସିଏଏ, ଏନ୍‌ଆର୍‌ସି ଲାଗୁ ହେବ: ନଡ୍ଡା

ନୂଆଦିଲ୍ଲୀ, ୨୦।୧୨(ପି.ଟି.):ନାଗରିକତ୍ୱ ଆଇନକୁ ବିରୋଧ କରି ସାରା ଦେଶରେ ନିଆଁ ଜଳୁଥିବାବେଳେ ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ସେଥିରେ ଘିଅ ଢାଳିଛନ୍ତି। ନୂଆ ନାଗରିକତ୍ୱ ଆଇନ...

Leave a comment

Your email address will not be published. Required fields are marked *