Posted inଖେଳ

ଆନ୍ତଃ ରାଜ୍ୟ ଆଥଲେଟ୍‌ ମିଟ୍‌ ଲକ୍ଷ୍ନୌରେ

ନୂଆଦିଲ୍ଲୀ, ୧୮ା୬ (ପି.ଟି.)- ଅଗଷ୍ଟ ୨୭ରୁ ୩୦ ପର୍ଯ୍ୟନ୍ତ ଜାତୀୟ ଆନ୍ତଃ ରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଲକ୍ଷ୍ନୌରେ ଅନୁଷ୍ଠିତ ହେବ। ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ତରଫରୁ ମଙ୍ଗଳବାର ଏହା ଘୋଷଣା କରାଯାଇଛି। ପ୍ରକୃତରେ ଏହି ଇଭେଣ୍ଟ ଜୁଲାଇ ୧୪ରୁ ୧୭ ପର୍ଯ୍ୟନ୍ତ କୋଲକାତାରେ ହୋଇଥାନ୍ତା। ମାତ୍ର କୌଣସି କାରଣରୁ ପଶ୍ଚିମବଙ୍ଗ ଆଥଲେଟିକ୍ସ ଆସୋସିଏଶନ ଏହାର ଆୟୋଜନ ନେଇ ଅକ୍ଷମତା ପ୍ରକାଶ କରିଥିଲା। ଘଟଣାକ୍ରମେ ଉତ୍ତର ପ୍ରଦେଶ ଏହି ଚାମ୍ପିୟନଶିପ୍‌ର ଆୟୋଜନ ଲାଗି ନିଷ୍ପତ୍ତି ନେଇଥିଲା। ଦୋହାଠାରେ ଆଥଲେଟିକ୍ସରେ ଆଇଏଏଏଫ୍‌ ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ସେପ୍ଟେମ୍ବର ୨୭ରୁ ଅକ୍ଟୋବର ୬ ପର୍ଯ୍ୟନ୍ତ ଆୟୋଜିତ ହୋଇଛି। ଏଥିଲାଗି ଯୋଗ୍ୟତା ହାସଲ କରିବା କ୍ଷେତ୍ରରେ ଜାତୀୟ ଚାମ୍ପିୟନଶିପ୍‌ ଭାରତୀୟ ଆଥଲେଟ୍‌ମାନଙ୍କ ଲାଗି ଏକ ସୁଯୋଗ। ଜାତୀୟ ଚାମ୍ପିୟନଶିପ ଲାଗି ଅନ୍‌ଲାଇନ୍‌ ଆବେଦନ ଶେଷ ତାରିଖ ଅଗଷ୍ଟ ୧୨ ତାରିଖ ରଖାଯାଇଛି।


All Right Reserved By

Posted inଖେଳ

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌

ଅଲିମ୍ପିକ୍ସ ପରେ ଟ୍ରାକ୍‌ ଆଣ୍ଡ ଫିଲ୍ଡ ଦୃଷ୍ଟିକୋଣରୁ ଦ୍ୱିତୀୟ ସର୍ବବୃହତ୍‌ କ୍ରୀଡ଼ା ମହାକୁମ୍ଭର ମାନ୍ୟତା ପାଇଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଏଥର କାତାର ରାଜଧାନୀ ଦୋହାରେ...

ବିଶ୍ୱ ଚାମ୍ପିୟନ ବେଲଜିୟମକୁ ହରାଇଲା ଭାରତ

ଆଣ୍ଟ୍ବେର୍ପ(ବେଲଜିୟମ), ୨।୧୦-ସମ୍ପ୍ରତି ବେଲଜିୟମ ଟୁର୍‌ରେ ଥିବା ଭାରତୀୟ ହକି ଦଳ ମଙ୍ଗଳବାର ଚମତ୍କାର ପ୍ରଦର୍ଶନ କରି ବିଶ୍ୱ ଏବଂ ୟୁରୋପିଆନ ଚାମ୍ପିୟନ ବେଲଜିୟମକୁ ୨-୧ ଗୋଲରେ...

୨୭ ବର୍ଷ ପରେ କୋଣ୍ଟା

ପ୍ୟାରିସ, ୩୦।୫- ବ୍ରିଟେନ ଟେନିସ ଷ୍ଟାର୍‌ ଜୋହାନ କୋଣ୍ଟା ଏଠାରେ ଚାଲିଥିବା ଚଳିତ ବର୍ଷର ୨ୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ୍‌ ମହିଳା ସିଙ୍ଗଲ୍ସର ୩ୟ...

ଭାରତୀୟ ହକି ଡିଫେଣ୍ଡରଙ୍କ ଲାଗି ସ୍ବତନ୍ତ୍ର କ୍ୟାମ୍ପ

ନୂଆଦିଲ୍ଲୀ,୮।୭(ପି.ଟି.)- ଦୁଇ ଥର ବିଶ୍ୱ ଚାମ୍ପିୟନ ଅଷ୍ଟ୍ରେଲିଆ ହକି ଖେଳାଳି ଫର୍‌ଗୁସ କାଭାନାଗଙ୍କ ତତ୍ତ୍ୱାବଧାନରେ ବେଙ୍ଗାଲୁରୁସ୍ଥିତ ସାଇ କେନ୍ଦ୍ରଠାରେ ଭାରତୀୟ ଡିଫେଣ୍ଡରଙ୍କ ଲାଗି ଏକ ସ୍ବତନ୍ତ୍ର...

ଭାରତ- ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି୨୦: ଚାପରେ ପନ୍ତ

ମୋହଲି,୧୮।୯(ପି.ଟି.)- ଧର୍ମଶାଳାରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହେବାରେ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବୁଧବାର ଦ୍ୱିତୀୟ ଦିନିକିଆରେ...

ହସିନ ଜାହାନ ଗିରଫ

ଲକ୍ଷ୍ନୌ, ୩୦ା୪-ଶ୍ୱଶୁର ଘରେ ଗଣ୍ଡଗୋଳ ପାଇଁ କ୍ରିକେଟର ମହମ୍ମଦ ସାମିଙ୍କଠାରୁ ଦୀର୍ଘ ଦିନ ଧରି ଅଲଗା ରହୁଥିବା ତାଙ୍କ ସ୍ତ୍ରୀ ହସିନ ଜାହାନଙ୍କୁ ପୋଲିସ ପ୍ରଥମେ...

‘ପାକିସ୍ତାନ ବିପକ୍ଷରେ ଅପରାଜେୟ ଧାରା ବଜାୟ ରଖିବ ଭାରତ’

ଲଣ୍ଡନ,୧।୬- ଚଳିତ ମାସ ୧୬ ତାରିଖରେ ମାଞ୍ଚେଷ୍ଟରଠାରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ ଲିଗ୍‌ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌କୁ କେଉଁ...

ଅଲ୍‌ ଇଣ୍ଡିଆ ଓପନ୍‌ ସ୍ନୁକର: କ୍ୱାର୍ଟର ଫାଇନାଲରେ ଆଶୁତୋଷ

ଚେନ୍ନାଇ, ୩।୮(ପି.ଟି.)- ଏଠାରେ ଚାଲିଥିବା କ୍ୟୁ-ଲଙ୍ଗ୍‌ ଅଲ୍‌ ଇଣ୍ଡିଆ ଓପନ୍‌ ସ୍ନୁକର ଚାମ୍ପିୟନଶିପ୍‌ରେ ଓଡ଼ିଶା କ୍ୟୁ ସ୍ପୋଟର୍‌ସ ତାରକା ଆଶୁତୋଷ ପାଢ଼ୀଙ୍କ ଆକର୍ଷଣୀୟ ପ୍ରଦର୍ଶନ ଅବ୍ୟାହତ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *