ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍‌ ସ୍ତରରେ ମଧ୍ୟ ବଡ ଧରଣର ଅଦଳ ବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୋମବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ବରିଷ୍ଠ ଓଏଏସ ଉମାକାନ୍ତ ସ୍ବାଇଁଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେହିପରି ନଗର ଉନ୍ନୟନ ବିଭାଗ ଯୁଗ୍ମ ସଚିବ ଦୁର୍ଗା ପ୍ରସାଦ ମହାପାତ୍ରଙ୍କୁ ଢେଙ୍କାନାଳ ଜିଲା ଅତିରିକ୍ତ ଜିଲାପାଳ, ଲୋପାମୁଦ୍ର ମହାପାତ୍ରଙ୍କୁ ପଞ୍ଚାୟତିରାଜ ବିଭାଗ ଯୁଗ୍ମ ସଚିବ, ଭବେଶ କୁମାର ନାୟକଙ୍କୁ ନଗର ଉନ୍ନୟନ ବିଭାଗ ଯୁଗ୍ମ ସଚିବ, ନିରଞ୍ଜନ ଜେନାଙ୍କୁ ସମ୍ବଲପୁର ଆରଡିସି କାର୍ଯ୍ୟାଳୟରେ ଉପସଚିବ ଭାବେ ଦାୟିତ୍ୱ ମିଳିଛି। ସେହିପରି କସ୍ତୁରୀ ପ୍ରଧାନଙ୍କୁ ଓଡିଶା ଷ୍ଟାଫ ସିଲେକ୍ସନ କମିଶନର ଉପସଚିବ ଏବଂ ଜ୍ୟୋତିଶଙ୍କର ରାୟଙ୍କୁ ଗଞ୍ଜାମ ଜିଲା ଡିଆରଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ଅନୁପାତ ୯୫:୫ ରହୁ

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ଟିକା ଅନୁପାତରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛି ଓଡ଼ିଶା। ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତ୍ତେ ୫ ପ୍ରତିଶତ ଟିକା...

ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଛି ସଟ୍ଟା ଖେଳ: ୩୧ ଲକ୍ଷ ଟଙ୍କା ଜବତ, ୨ ଗିରଫ

ରାଉରକେଲା ଅଫିସ,୨୫।୬: ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଥିବା ସଟ୍ଟା ଖେଳ ଓ ଏଥିରେ ଲାଗୁଥିବା ଲକ୍ଷାଧିକ ବାଜିର ପର୍ଦ୍ଦାଫାଶ ହୋଇଛି। ସୋମବାର ବିଳମ୍ବିତ ରାତିରେ...

ରାଇଘର ନାବାଳିକା ନିଖୋଜ ଘଟଣା: ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ମୃତଦେହ; ପୋଲିସର ତଦନ୍ତ ଆରମ୍ଭ

ରାଇଘର,୭।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନା ଅନ୍ତର୍ଗତ ପଖନାପାରା ଗ୍ରାମର ଦୁଇଜଣ ନାବାଳିକା ଗତ ମଙ୍ଗଳବାରଠାରୁ ନିଖୋଜ ଥିଲେ। ତିନିଦିନ ଧରି ଗ୍ରାମବାସୀ...

‘ଖୋର୍ଦ୍ଧାକୁ ଐତିହ୍ୟ ସହର ଘୋଷଣା କରାଯାଉ’

ଖୋର୍ଦ୍ଧା ଅଫିସ,୨୪।୧୧: ପାଇକ ସଂଗ୍ରାମ ଓଡ଼ିଆ ଜାତିର ଅସ୍ମିତା। ଇତିହାସକୁ ଭୁଲିଲେ ଐତିହ୍ୟ ନଷ୍ଟ ହୋଇଯିବ। ବ୍ରିଟିଶ୍‌ ସରକାରଙ୍କ ବିରୋଧରେ ୧୮୦୪ ରେ ଜୟୀ ରାଜଗୁରୁଙ୍କ...

ଭକ୍ତଙ୍କୁ ମନ୍ଦିର, ମସ୍‌ଜିଦ୍‌, ଗୀର୍ଜା ମନା: ଯଥାବିଧି ଚାଲିବ ନୀତିକାନ୍ତି

ଭୁବନେଶ୍ୱର, ୧୯।୩(ବ୍ୟୁରୋ): କରୋନା ମୁକାବିଳା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ସତର୍କତା ଅବଲମ୍ବନ କରୁଛନ୍ତି। ରାଜ୍ୟର ସମସ୍ତ ମନ୍ଦିର, ମସ୍‌ଜିଦ୍‌, ଚର୍ଚ୍ଚ, ଗୀର୍ଜା, ଗୁରୁଦ୍ୱାରକୁ...

ଟିକା ଯୋଗୁ ଜଣାପଡୁନି ଡେଲଟା ପ୍ଲସ୍‌ ଆକ୍ରାନ୍ତଙ୍କ ଲକ୍ଷଣ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ସାରା ଦେଶରେ ଏବେ ଡେଲଟା ପ୍ଲସ୍‌ ଭାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଛି। ଓଡ଼ିଶାର ଜଣେ ଏହି ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର...

ବିକ୍ରି ହେଲାନି ଧାନ, ମଣ୍ଡିରେ ବିଷ ପିଇଲେ ଚାଷୀ

ଭଦ୍ରକ ଅଫିସ,୨୭।୨: ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଚାଷୀ ଜଣକ ନିରାଶ ହୋଇ ବିଷ ପିଇ ଦେଇଥିଲେ। ଏହି ଘଟଣା ଘଟିଛି ଭଦ୍ରକ ଜିଲାରେ।...

ଅଦାଲତ ଅବମାନନା ମାମଲା: ୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ, ୨୨ା୧୦: ଆଇନଜୀବୀଙ୍କ କୋର୍ଟ ବର୍ଜନ ଆନ୍ଦୋଳନକୁ ନେଇ ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ପକ୍ଷରୁ ରୁଜୁ ହୋଇଥିବା ଅଦାଲତ ଅବମାନନା ମାମଲାର ପରବର୍ତ୍ତୀ...

Advertisement


Archives

Model This Week

Why Dharitri