୨୬ କମ୍ପାନୀର ଘରୋଇକରଣ ହେବ

ନୂଆଦିଲ୍ଲୀ,୭।୯ : ପ୍ରାୟ ୨୩ ରାଷ୍ଟ୍ରାୟତ୍ତ କମ୍ପାନୀର ଘରୋଇକରଣ କରିବା ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଜୁଲାଇ ୨୭ରେ ଘୋଷଣା କରିଥିଲେ। ଏ ନେଇ ସରକାର ବର୍ତ୍ତମାନ ପ୍ରସ୍ତୁତି କରୁଛନ୍ତି। ଏ ସଂକ୍ରାନ୍ତ ପ୍ରସ୍ତାବକୁ ବର୍ତ୍ତମାନ ମଞ୍ଜୁରୀ ମିଳିଥିବା ଜଣାପଡିଛି। କେଉଁ କେଉଁ କମ୍ପାନୀଗୁଡିକର ଘରୋଇକରଣ କରାଯିବ ସେ ନେଇ ଚୂଡାନ୍ତ ମଧ୍ୟ କରାଯାଇଛି। ଏ ସଂକ୍ରାନ୍ତରେ ସରକାରଙ୍କୁ ଆର୍‌ଟିଆଇରେ ତଥ୍ୟ ମଗାଯାଇଥିଲା। ସରକାର ପ୍ରାଥମିକ ପର୍ଯ୍ୟାୟରେ ପ୍ରାୟ ୨୩ କମ୍ପାନୀର ଘରୋଇକରଣ ନେଇ ଯୋଜନା ରଖିଥିବା ବେଳେ ମିଳିଥିବା ତାଲିକାରେ ପ୍ରାୟ ୨୬ କମ୍ପାନୀଙ୍କ ନାମ ରହିଛି। ଏହି କମ୍ପାନୀଗୁଡିକ ମଧ୍ୟରୁ ପ୍ରାୟ ୨୩ଟିର ଆଗ ଘରୋଇକରଣ ହେବ ବୋଲି ସରକାର ଘୋଷଣା କରିସାରିଛନ୍ତି।
କମ୍ପାନୀଗୁଡିକ ମଧ୍ୟରେ ପ୍ରୋଜେକ୍ଟ ଆଣ୍ଡ ଡେଭଲପମେଣ୍ଟ ଇଣ୍ଡିଆ ଲିମିଟେଡ, ଇଞ୍ଜିନିୟରିଂ ପ୍ରୋଜେକ୍ଟ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ, ପଓ୍ବନ ହଂସ, ବିଆର୍‌ ଆଣ୍ଡ କମ୍ପାନୀ, ଏୟାର ଇଣ୍ଡିଆ, ସେଣ୍ଟ୍ରାଲ ଇଲେକଟ୍ରୋନିକ୍ସ, ସିମେଣ୍ଟ କର୍ପୋରେଶନ ଇଣ୍ଡିଆ, ଇଣ୍ଡିଆନ ମେଡିସିନ ଆଣ୍ଡ ଫାର୍ମାସିଟିକାଲ କର୍ପୋରେଶନ, ସାଲେମ, ଦୁର୍ଗାପୁର ଏବଂ ଭଦ୍ରାବତୀ ଷ୍ଟିଲ ପ୍ଲାଣ୍ଟ, ଫେରୋସ୍କ୍ରାପ ନିଗମ ଲିମିଟେଡ, ନଗରନାର ଷ୍ଟିଲ ପ୍ଲାଣ୍ଟ ଏବଂ ବିଇଏମ୍‌ଏଲ୍‌ ରହିଛି। ସେହିଭଳି ଏଚ୍‌ଏଲ୍‌ଏଲ୍‌, ବିପିସିଏଲ୍‌, ଶପିଂ କର୍ପୋରେଶନ, କନକର, ନିଳାଚଳ ଇସ୍ପାତ, ହିନ୍ଦୁସ୍ତାନ ପ୍ରିଫାବ, ଭାରତ ପମ୍ପ ଏବଂ କମ୍ପ୍ରେସର, ସ୍କୁଟର ଇଣ୍ଡିଆ, ହିନ୍ଦୁସ୍ତାନ ନ୍ୟୁଜ ପ୍ରିଣ୍ଟ, କର୍ନାଟକ ଆଣ୍ଟିବାୟୋଟିକ ଫାର୍ମାସିଟିକାଲ, ବେଙ୍ଗଲ ଫାର୍ମାସିଟିକାଲ, ହିନ୍ଦୁସ୍ତାନ ଆଣ୍ଟି ବାୟୋଟିକ୍ସ, ହିନ୍ଦୁସ୍ତାନ ଟୁରିଜିମ ଡେଭଲପମେଣ୍ଟ କର୍ପୋରେଶନ ଏବଂ ହିନ୍ଦୁସ୍ତାନ ଫ୍ଲୋରା କାର୍ବନ ଲିମିଟେଡ ଭଳି କମ୍ପାନୀ ଏଥିରେ ସ୍ଥାନିତ ହୋଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri