ଆଫଗାନିସ୍ତାନରେ ବଡ଼ ଧରଣର ଭୂକମ୍ପ: ନେଲା ୨୬ ଜୀବନ

ହେରାତ୍‌,୧୮।୧: ପଶ୍ଚିମ ଆଫଗାନିସ୍ତାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ୨୬ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ଏନେଇ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି।

ଭୂକମ୍ପର ତୀବ୍ରତା ୫.୬ ରହିଥିଲା। ଏଥିରେ ୭୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଥିବା ଜଣାପଡିଛି। ତୁର୍କମେନିସ୍ତାନ ସୀମାନ୍ତ ବାଦଘିସ୍‌ ପ୍ରଦେଶର କାଦିସ୍‌ ଜିଲାରେ ଘର ଛାତ ଭୁଶୁଡ଼ି ମହିଳା ଓ ପିଲାଙ୍କ ସମେତ ୨୬ଜଣ ପ୍ରାଣ ହରାଇଥିବା ଜିଲା ଗଭର୍ନର ମହମ୍ମଦ ସାଲେହ ପୁର୍‌ଡେଲ୍‌ କହିଛନ୍ତି। ପ୍ରବଳ ବର୍ଷା ଲାଗି ରହିଥିବାରୁ ପାର୍ବତ୍ୟାଞ୍ଚଳରେ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ସୂଚନା ଯୋଗ୍ୟ, ୨୦୧୫ରେ ଆଫଗାନିସ୍ତାନରେ ୭.୫ ତୀବ୍ରତାର ଭୂକମ୍ପ ହୋଇଥିଲା। ଏଥିରେ ୨୮୦ ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆର ୨୫ ଶହରୁ ଅଧିକ ସେନାଙ୍କୁ ନିହତ କଲାଣି ୟୁକ୍ରେନ୍‌!

କ୍ୱିଭ,୯ ।୫: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୨ ମାସରୁ ଅଧିକ ସମୟ ହୋଇଥିଲେ ବି ଅନୁମାନ କରାଯାଉଥିଲା ରୁଷିଆ ମେ’ ୯ରେ ଯୁଦ୍ଧ ସମାପ୍ତି ଘୋଷଣା କରିବ...

ରୁଷିଆ ଜେଟ୍‌-ଆମେରିକା ଡ୍ରୋନ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା

ମସ୍କୋ,୧୫।୩: ରୁଷିଆ ଏବଂ ଆମେରିକାର ତିକ୍ତତା ମଧ୍ୟରେ ଆଉ ଏକ ବଡ ଖବର ଆସିଛ। ଆମେରିକାର ସୈନ୍ୟବାହିନୀ ଅନୁଯାୟୀ, କୃଷ୍ଣ ସାଗରରେ ରୁଷିଆର ଏସ୍‌ୟୁ-୨୭ ଯୁଦ୍ଧ...

ଆଫଗାନିସ୍ତାନ ସରକାରଙ୍କ ମିଡିଆ ଇନଫରମେଶନ ଡାଇରେକ୍ଟରଙ୍କୁ ହତ୍ୟା

କାବୁଲ,୬ ।୮: ଆଫଗାନିସ୍ତାନର ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । ନୂଆ ଅଞ୍ଚଳକୁ ତାଲିବାନ ତା କବଜାକୁ ନେବାରେ ଲାଗିଛି । ଇତିମଧ୍ୟରେ...

ପୋଲିସ ସମେତ ୧୦ ମୃତ

ଓ୍ବାଶିଂଟନ୍‌, ୨୪ା୩: ଆମେରିକାର କଲରାଡୋ ରାଜ୍ୟରେ ଆତତାୟୀଙ୍କ ଗୁଳିରେ ସୋମବାର ଜଣେ ପୋଲିସ ଅଫିସରଙ୍କ ସମେତ ମୋଟ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଜଣେ ବନ୍ଧୁକଧାରୀ...

ରୁଷିଆ ଅରବପତିଙ୍କୁ ବିଷ ଦିଆଯାଇଥିବା ଆଶଙ୍କା

କିଭ୍‌,୨୯୩: ରୁଷୀୟ ଅରବପତି ରୋମାନ ଆବ୍ରାମୋଭିଚ୍‌ ଏବଂ ୟୁକ୍ରେନ୍‌ର ଦୁଇ ଶାନ୍ତି ପ୍ରତିନିଧିଙ୍କୁ କିଭ୍‌ରେ ବିଷ ଦିଆଯାଇଥିବା ରିପୋର୍ଟ ପ୍ରକାଶ ପାଇଛି। ଶାନ୍ତି ଆଲୋଚନାକୁ ଭଣ୍ଡୁର...

ଆମେରିକାରେ ମଣିଷଠାରୁ ଗୃହପାଳିତ ପ୍ରାଣୀଙ୍କୁ ବ୍ୟାପିଲା କରୋନା: ୨ ବିଲେଇ ପଜିଟିଭ୍‌

ଓ୍ବାଶିଂଟନ,୨୩।୪: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି...

ଟ୍ରମ୍ପଙ୍କୁ ରାଷ୍ଟ୍ରପତି ପଦରୁ ହଟା ନ ଗଲେ ଆସିବ ମହାଭିଯୋଗ

ଓ୍ବାଶିଂଟନ୍‌,୮।୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ କନ୍ଦଳ ଦେଖାଯାଇଛି। ଆମେରିକାର କ୍ୟାପିଟାଲ ହିଲ ବିଲଡିଂ ବାହାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକ ହିଂସା...

ଆମେରିକା କଲରାଡୋ ଜଙ୍ଗଲରେ ନିଆଁ: ଉଜୁଡିଗଲା ଶହ ଶହ ଘର

ଦେନଭର,୧ ।୧: ଆମେରିକା କଲରାଡୋ ରାଜ୍ୟର ଦେନଭର ଜଙ୍ଗଲରେ ନିଆଁ ଲାଗି ପାଖାପାଖି ୫୮୦ ଘର, ଗୋଟିଏ ହୋଟେଲ ଓ ଏକ ଶପିଂ ମଲ ଜଳି...

Advertisement
Archives

Model This Week