Posted inଜାତୀୟ

ଦିଲ୍ଲୀରେ ନିଆଁ: ୨୬ ମୃତ

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଦିଲ୍ଲୀର ମୁଣ୍ଡ୍‌କା ମେଟ୍ରୋ ଷ୍ଟେଶନ ନିକଟରେ ଥିବା ଏକ ୩ ମହଲା ବିଲ୍ଡିଂରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟି ୨୬ ଜଣଙ୍କ ମୃତ୍ୟୁ ଘଟିଛି। ନିଆଁରେ ପୋଡ଼ି ହୋଇ ୩୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କେତେଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଅନ୍ୟ ୬୦-୭୦ ଜଣଙ୍କୁ ବିଲ୍ଡିଂରୁ ଉଦ୍ଧାର କରାଯାଇଥିବା ପୋଲିସ କହିଛି। ଉକ୍ତ ବିଲ୍ଡିଂରେ କେତେକ କମ୍ପାନୀର ଅଫିସ ରହିଥିଲା ବୋଲି ଡିସିପି ସମୀର ଶର୍ମା କହିଛନ୍ତି। ପ୍ରଥମ ମହଲାରେ ନିଆଁ ଲାଗି ତାହା ଅନ୍ୟ ମହଲାକୁ ବ୍ୟାପିଯାଇଥିଲା। ତୃତୀୟ ମହଲାରେ କେହି ମୃତାହତ ହୋଇଛନ୍ତି କି ନାହିଁ ତାହା ଖବର ଲେଖାହେଲା ବେଳକୁ ଜଣାପଡ଼ି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେସକ୍ରିପଶନ ଉପରେ ଶ୍ରୀହରି ଲେଖିବାକୁ ଡାକ୍ତରଙ୍କୁ ଶିବରାଜଙ୍କ ପରାମର୍ଶ…

ଭୋପାଳ,୧୫।୧୦ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଭାଜପାର ହିନ୍ଦୀକୁ ସରକାରୀ ଭାଷାରେ ସାମିଲ କରିବା ଲାଗି ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ସେ...

ପୁଲଓ୍ବାମା ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ମୃତ

ପୁଲଓ୍ବାମା,୨।୬: ଜମ୍ମୁ-କଶ୍ମୀରରେ ହୋଇଥିବା ଏନ୍‌କାଉଣ୍ଟରରେ ମଙ୍ଗଳବାର ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସାଇମଙ୍ଗ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ଏହି ଏନ୍‌କାଉଣ୍ଟର କରାଯାଇଛି। ସୋମବାର...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଧାମି

ଡେରାଡୁନ,୨୩।୩: ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ବୁଧବାର ଶପଥ ଗ୍ରହଣ କରିଛନ୍ତି ପୁଷ୍କର ସିଂ ଧାମି। ଡେରାଡୁନର ପ୍ୟାରେଡ ଗ୍ରାଉଣ୍ଡରେ ତାଙ୍କୁ ରାଜ୍ୟପାଳ ଗୁରୁମିତ ସିଂଙ୍କ ଶପଥ...

କୋଟିପତି ବେକେରି ମାଲିକାଣୀ ‘ଯଶମିନ୍‌’: ଯାହାଙ୍କ ପାଖରେ ହାର୍‌ ମାନିଛି କ୍ୟାନ୍‌ସର

ଇନ୍ଦୋର: ନୂଆ କରି ଆରମ୍ଭ କରିଥିଲେ ଛୋଟିଆ କେକ୍‌ ଦୋକାନଟିଏ। ୨ଜଣ ସହକର୍ମୀଙ୍କୁ ନେଇ ଆଗକୁ ବଢ଼ିବା ବେଳକୁ ଦାରୁଣ ହେଲା ସମୟ। ମାଡ଼ିବସିଲା ଦୁରାରୋଗ୍ୟ...

ଭାରତ ମହାସାଗରରେ ଚଳିତ ବର୍ଷ ସୃଷ୍ଟି ହୋଇଛି ୧୧ ସାମୁଦ୍ରିକ ଝଡ଼: ଭାଙ୍ଗିଛି ୧୨୫ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଚଳିତ ବର୍ଷ ଭାରତ ମହାସାଗରରେ ୧୧ ସାମୁଦ୍ରିକ ଝଡ଼ ସୃଷ୍ଟି ହୋଇଛି। ବଙ୍ଗୋପ ସାଗରଠାରୁ ଆରମ୍ଭ କରି ଆଣ୍ଡାମାନ ସାଗର ମଧ୍ୟରେ ଏସବୁ ଝଡ଼...

ବିପ୍ଳବଙ୍କୁ ଭାଜପା ହାଇକମାଣ୍ଡଙ୍କ ଲାଲ୍‌ ସଙ୍କେତ: ରାଲି ରଦ୍ଦ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୦।୧୨: ତ୍ରିପୁରାରେ ଶାସକ ଭାଜପାରେ ଗୋଷ୍ଠୀ କନ୍ଦଳ ଲାଗି ରହିଛି। ଏନେଇ ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ଡିସେମ୍ବର ୧୩...

ଖୋଲା ସ୍ଥାନରେ ବିବାହ , ଅନ୍ୟ କାର୍ଯ୍ୟକ୍ରମ ପାଇଁ ଅନୁମତି ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୨୮ ।୯: କରୋନା ମହାମାରୀ ସଂକ୍ରମର ଯୋଗୁ ସାରା ଦେଶରେ ବିବାହ ଓ ଅନ୍ୟ କାର୍ଯ୍ୟକ୍ରମ ପାଇଁ ପ୍ରତିବନ୍ଧକ ଲଗାଯାଇଥିଲା । ହେଲେ ବେଳକୁ ବେଳ...

ଜନ୍ତର ମନ୍ତରେ ଟିକେଟ ବଣ୍ଟା ଯାଉନି ଯାହାକୁ ନେଇ ରାଜନୀତି ହେବ: ରାକେଶ ଟିକାଏତ

ନୂଆଦିଲ୍ଲୀ,୭।୫: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ରେସଲର ପ୍ରୋଟେଷ୍ଟ ଜାରି ରହିଛି। ଦେଶର ଏହି ମହିଳା ଖେଳାଳିଙ୍କ ସମର୍ଥନରେ ଧିରେ ଧିରେ ଲୋକଙ୍କ ସଂଖ୍ୟା ବଢିବାରେ ଲାଗିଛି।...

Advertisement
Archives

Model This Week