ହାଉସ୍‌ ଅଫ୍‌ କମନ୍ସରେ ୨୬ ଭାରତୀୟ ବଂଶୋଦ୍ଭବ

ବ୍ରିଟେନ୍‌ ପାର୍ଲାମେଣ୍ଟର ନିମ୍ନ ସଦନ ହାଉସ୍‌ ଅଫ୍‌ କମନ୍ସର ୬୫୦ ଆସନ ପାଇଁ ଅନୁଷ୍ଠିତ ନିର୍ବାଚନରେ ୧୦୭ ବ୍ରିଟିଶ-ଇଣ୍ଡିଆନ ଅବତୀର୍ଣ୍ଣ ହୋଇଥିଲେ। ସେମାନଙ୍କ ମଧ୍ୟରୁ ରେକର୍ଡ ସଂଖ୍ୟକ ୨୬ ଭାରତୀୟ ବଂଶୋଦ୍ଭବ ବିଜୟୀ ହୋଇଛନ୍ତି। ବିଜୟୀଙ୍କ ମଧ୍ୟରେ ଉଭୟ ଲେବର ପାର୍ଟି ଏବଂ କଞ୍ଜରଭେଟିଭ୍‌ ପାର୍ଟିର ଏମ୍‌ପି ରହିଛନ୍ତି। କଞ୍ଜରଭେଟିଭ୍‌ ପାର୍ଟିର ଶିବାନୀ ରାଜା ଲିସେଷ୍ଟର ଇଷ୍ଟରୁ ବିଜୟୀ ହୋଇଛନ୍ତି। ଲେବର ପାର୍ଟିର କନିଷ୍କ ନାରାୟଣ, ଓ୍ବେଲ୍‌ଶ ଆସନରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଛନ୍ତି। ପୂର୍ବତନ ମନ୍ତ୍ରୀ ସୁଏଲ୍ଲା ବ୍ରାଭରମ୍ୟାନ୍‌ ଫାରେହାମ୍‌ ଏବଂ ଓ୍ବାଟରଲୁ ଆସନରୁ ଜିତିଛନ୍ତି। ବର୍ମିଂହାମ୍‌ ଏଜବଷ୍ଟୋନରୁ ଲେବର ପାର୍ଟ ପ୍ରାର୍ଥୀ ପ୍ରୀତ୍‌ କୌର ଗିଲ୍‌ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି।
ପ୍ରଧାନମନ୍ତ୍ରୀ ଋଷି ସୁନକ୍‌ ନର୍ଥ ଇଂଲଣ୍ଡର ରିଚ୍‌ମଣ୍ଡ ଆସନରୁ ବିଜୟୀ ହୋଇଥିବାବେଳେ ତାଙ୍କ କଞ୍ଜରଭେଟିଭ୍‌ ପାର୍ଟିର ଅନେକ ବରିଷ୍ଠ ନେତା ପରାଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri