କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ ଅଭିଯୋଗରେ ୨ ଜଣ ଆନ୍ତରାଜ୍ୟ ମାଫିଆକୁ ଗିରଫ ପୋଲିସ କରିଛି। ଗିରଫ ଦୁଇଜଣ ହେଲେ ମଧ୍ୟପ୍ରଦେଶର ରାଜ୍ୟର ବିକାଶ କାଠୁଆଶ ଓ ରୀତୁ ମିନା ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି । ଯାହାକୁ ନେଇ ଅଡବା ଥାନାରେ କେସ୍‌ ନମ୍ବର ୧୯୪/୨୫ ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ବେଳେ ଉକ୍ତ ଗଞ୍ଜେଇ ନଳାଘାଟ ଅଞ୍ଚଳରୁ ମଧ୍ୟପ୍ରଦେଶକୁ ଚାଲାଣ ହେଉଥିବା ଥାନା ଅଧିକାରୀ ଶୁଭ୍ରାନ୍ତ ପଣ୍ଡା ସୁଚନା ଦେଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri