Posted inଜାତୀୟ

ଏନ୍‌କାଉଣ୍ଟରରେ ୨୬ ମାଓବାଦୀ ନିହତ

ନାଗପୁର,୧୩।୧୧:ମହାରାଷ୍ଟ୍ରର ଗଡଚିରୋଲି ଜିଲା ମର୍ଡିଣ୍ଟୋଲା ଘଞ୍ଚ ଜଙ୍ଗଲରେ ପୋଲିସ ଏନ୍‌କାଉଣ୍ଟରରେ ୨୬ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ସମୟରେ ସି -୬୦ ପୋଲିସ କମାଣ୍ଡୋର ଏକ ଟିମ୍‌ ଜଙ୍ଗଲରେ ସର୍ଚ୍ଚ ଅପରେଶନ କରୁଥିଲେ। ସେହି ସମୟରେ ଯବାନଙ୍କୁ ଦେଖି ମାଓବାଦୀମାନେ ଗୁଳି ଚଳାଇଥିଲେ। କମାଣ୍ଡୋ ଏହାର ଦୃଢ ଜବାବ ଦେଇଥିଲେ। ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୨୬ ଜଣ ମାଓବାଦୀଙ୍କ ମୃତଦେହ ଜଙ୍ଗଲରୁ ମିଳିଛି। ଗୁଳି ବିନିମୟ ୪ ଯବାନ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସମସ୍ତଙ୍କୁ ଜଙ୍ଗଲ ମଧ୍ୟରୁ ଏୟାରଲିଫ୍ଟ କରି ନାଗପୁର ନିଆଯାଇଥିଲା। ନାଗପୁର ସ୍ଥିତ ଅରେଞ୍ଜ ସିଟି ହସ୍ପିଟାଲ ଆଣ୍ଡ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟର କ୍ରିଟିକାଲ କେୟାର କମ୍ପ୍ଲେକ୍ସରେ ଯବାନଙ୍କ ଚିକିତ୍ସା ଚାଳିଛି। ୨୬ ମାଓବାଦୀଙ୍କ ମୃତଦେହ ଉଦ୍ଧାର ହୋଇଥିଲେ ହେଁ ସେମାନଙ୍କ ପରିଚୟ ମିଳିପାରି ନ ଥିବା ଏସ୍‌ପି ଅଙ୍କିତ ଗୋୟଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri