Advertisement

ରାଜ୍ୟରେ ୨୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୧୬ ଏବଂ ଲୋକାଲ କେସରୁ ୧୦ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବରଗଡରୁ ୨, କଟକରୁ ୧୨, ଜଗତ୍‌ସିଂପୁରରୁ ୨, ଝାରସୁଗୁଡାରୁ ୧, ଖୋର୍ଦ୍ଧାରୁ ୨,ନୟାଗଡ ୧, ପୁରୀରୁ ୧ ଏବଂ ସୁନ୍ଦରଗଡରୁ ୫ ଜଣ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟଙ୍କ ନିର୍ଦ୍ଦେଶର ଖୋଲା ଉଲ୍ଲଂଘନ: ଥାନାରେ ଖତ ଖାଉଛି ୧୦ ହଜାରରୁ ଊର୍ଦ୍ଧ୍ୱ ଗାଡ଼ି

ଭୁବନେଶ୍ୱର, ୧୩।୩(ବ୍ୟୁରୋ): ଭୁବନେଶ୍ୱର କମିଶନରେଟ ପୋଲିସର ବିଭିନ୍ନ ଥାନାରେ ଖତ ଖାଉଛି ଜବତ ଗାଡ଼ି। ୧୦ ହଜାରରୁ ଊର୍ଦ୍ଧ୍ୱ ବାଇକ, କାର, ଟ୍ରକ ଆଦି ଖରାବର୍ଷା...

ବିଏମ୍‌ସି କମିଶନରଙ୍କ ନିର୍ଦ୍ଦେଶକୁ ଅଣଦେଖା : ପୂଜା ପୂର୍ବରୁ ରାସ୍ତା ସ୍ଥିତି ଏମିତି

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଜଗତଜନନୀ ମା’ ଦୁର୍ଗା ଧରାବତରଣ କରିବେ। ଆଉ ମାତ୍ର ୭ ଦିନ ପୂଜା ହେବାକୁ ବାକି ଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)...

ଅଭିନେତା ବାବୁସାନ ଅସୁସ୍ଥ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବାବୁସାନ ମହାନ୍ତି ଅସୁସ୍ଥ ଥିବା ତାଙ୍କ ଫ୍ୟାନ୍‌ଙ୍କ ମହଲରୁ ସୂଚନା ମିଳିଛି। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ସେ ଚିକିତ୍ସାଧୀନ...

ଧାମନଗର:ଛିଡୁନି ଅଙ୍କକଷା

ଭଦ୍ରକ ଅଫିସ/ ଧାମନଗର,୯।୧୦ (ଡି.ଏନ.ଏ): ଧାମନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ରାଜନୈତିକ ପାଣିପାଗ ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ...

ଭାରତରେ ଉପଲବ୍ଧ ହେବ କରୋନା ଟିକା, ଦାମ୍‌ ରହିଛି…

ନୂଆଦିଲ୍ଲୀ,୮ା୮ : ଭାରତରେ କରୋନା ମହାମାରୀ ବର୍ତ୍ତମାନ ଦ୍ରୁତ ଗତିରେ ମାଡ଼ିଚାଲିଛି। ସଂକ୍ରମିତଙ୍କ ସଂଖ୍ୟାରେ ଭାରତ ପ୍ରଥମ ସ୍ଥାନରେ ପହଞ୍ଚିଛି। ଏଭଳି ପରିସ୍ଥିତିରେ ବର୍ତ୍ତମାନ ଲୋକେ...

‘ଜାତୀୟ ମୁଣ୍ଡ ପିଛା ଆୟ ସହ ସମକକ୍ଷ ହେବା ଓଡ଼ିଶାର ଲକ୍ଷ୍ୟ’

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ରାଜ୍ୟରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ୨୦୨୦-୨୧ ବଜେଟ ପ୍ରସ୍ତୁତ କରାଯାଇଛି। ଓଡ଼ିଶା ପର୍ଯ୍ୟଟନକୁ ଏକ ନୂଆସ୍ତରକୁ ନେବାକୁ ପର୍ଯ୍ୟଟନ କ୍ଷେତ୍ରରେ ଅର୍ଥ...

ଭୁବନେଶ୍ୱର ଡୁମ୍‌ଡୁମା ସୁବାସ ନଗର ବସ୍ତିକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜଧାନୀର ଡୁମଡୁମା ଅଞ୍ଚଳ ସୁବାସ ନଗର ବସ୍ତିକୁ ଶନିବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସୁବାସ ନଗର ବସ୍ତିରୁ ଏକାଧିକ କରୋନା ପଜିଟିଭ୍‌...

ଉପ ଶାସନ ସଚିବଙ୍କୁ ସିଧା ଫାଇଲ ଦେବେ ଏଏସ୍‌ଓ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ସଚିବାଳୟରେ କାର୍ଯ୍ୟରତ ସହକାରୀ ଉପବିଭାଗ ଅଧିକାରୀ(ଏଏସ୍‌ଓ) ଫାଇଲ କାର୍ଯ୍ୟ ସମାପ୍ତ କରି ଉପବିଭାଗ ଅଧିକାରୀ(ଏସ୍‌ଓ) ଏବଂ ଡେସ୍କ ଅଫିସର(ଡିଓ)ଙ୍କୁ ଦାଖଲ କରିବେ ନାହିଁ। ଏଏସ୍‌ଓମାନେ...

Advertisement
Archives

Model This Week