୨୬ରୁ ୫ ଦିନ ସ୍କୁଲ୍‌ ଛୁଟି

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲ୍‌ ମଙ୍ଗଳବାରଠାରୁ ୫ ଦିନ ଛୁଟି। ଏ ନେଇ ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ କାଲିଠାରୁ ଆସନ୍ତା ୩୦ ପର୍ଯ୍ୟନ୍ତ ଛୁଟି ରହିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ସ୍କୁଲ୍‌ ଛୁଟି ସତ୍ତ୍ୱେ ମାଟ୍ରିକ୍‌ ଏବଂ ଯୁକ୍ତ ଦୁଇ ପରୀକ୍ଷା ଚାଲୁ ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri