CORONAVIRUS UPDATE: ରାଜ୍ୟରେ ୨୬,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୫୦୩

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ସୋମବାର ଆଉ ୧୫୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୮୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୦୨ ଜଣ ଚିହ୍ନଟ ହୋଇଥିବା ବେଳେ ୫୦୧ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪୯୧ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୨୨୩ ଏବଂ କଟକରୁ ୧୩୬ ଜଣ ଅଛନ୍ତି। ସେହିପରି ବାଲେଶ୍ୱର ୧୯, ବରଗଡ଼ ୨୩, ଭଦ୍ରକ ୨୫, ବଲାଙ୍ଗୀର ୨୧, ଢେଙ୍କାନାଳ ୩୨, ଗଜପତି ୭୩, ଜଗତସିଂହପୁର ୬, ଯାଜପୁର ୫୧, ଝାରସୁଗୁଡ଼ା ୧୦ ଏବଂ କଳାହାଣ୍ଡିରୁ ୧୦ ଲେଖାଏ ଚିହ୍ନଟ ହୋଇଛନ୍ତି। କନ୍ଧମାଳରୁ ୭୩, କେନ୍ଦ୍ରାପଡ଼ା ୯, କେନ୍ଦୁଝର ୪୩, କୋରାପୁଟ ଏବଂ ମାଲକାନଗିରିରୁ ୩୪ ଜଣ ଲେଖାଏ, ମୟୂରଭଞ୍ଜ ୨୮, ନବରଙ୍ଗପୁର ୨, ନୟାଗଡ଼ ୮, ପୁରୀ ୪, ରାୟଗଡ଼ା ୬୮, ସମ୍ବଲପୁର ୧୭, ସୋନପୁର ୪ ଏବଂ ସୁନ୍ଦରଗଡ଼ରୁ ୫୭, ଅନୁଗୋଳ ଏବଂ ବୌଦ୍ଧରୁ ଜଣେ ଲେଖାଏ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬,୮୯୨ରେ ପହଞ୍ଚିଥିବା ବେଳେ ୧୬,୭୯୨ ସୁସ୍ଥ ହୋଇଛନ୍ତି। ୯,୯୧୯ ଚିକିତ୍ସିତ ହେଉଛନ୍ତି। ୧୪୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ଛେଳି

ପୁରୁଣା ଭୁବନେଶ୍ୱର,୨୨ା୬ (ଡି.ଏନ.ଏ.): ଥାନା ହାଜତରେ ଅପରାଧୀଙ୍କୁ ଅଟକ ରଖିବାକୁ କମିଶନରେଟ୍‌ ପୋଲିସ ପଛାଉଥିବା ବେଳେ ଧଉଳି ଥାନାରେ ଛେଳିକୁ ହାଜତ ଭିତରେ ରଖିବା ଫଟୋ...

ବଲାଙ୍ଗୀର: ସପ୍ତାହକୁ ଥରେ ବନ୍ଦ ରହିବ ଧର୍ମାନୁଷ୍ଠାନ

ବଲାଙ୍ଗୀର ଅଫିସ, ୫ା୧: ମଙ୍ଗଳବାରଠାରୁ ବଲାଙ୍ଗୀର ଜିଲାର ଧାର୍ମିକ ଅନୁଷ୍ଠାନ ଯଥା ମନ୍ଦିର, ଗୀର୍ଜା, ମସଜିଦ୍‌, ଗୁରୁଦ୍ୱାରା ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁମତି...

ଲକ୍‌ଡାଉନ: ଅନ୍‌ଲାଇନ ବିବାହରେ ସାମିଲ ହେଲେ ୨ଶହ ଅତିଥି

ଟେକ୍ସାସ,୧୪।୪: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଏକ ପ୍ରକାର ଲକ୍‌ଡାଉନ୍‌ ହୋଇ ଯାଇଛି କହିଲେ ଚଳେ। ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ସଂକ୍ରମଣ...

ସମିତି ସଭ୍ୟ ଉପନିର୍ବାଚନ: ମତଦାନ ଶେଷ

ନିମାପଡ଼ା,୨୭।୧୧(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଧନୁଅଁ। ପଞ୍ଚାୟତର ସମିତି ସଭ୍ୟ ଉପନିର୍ବାଚନ ପାଇଁ ବୁଧବାର ମତଦାନ ଶେଷ ହୋଇଛି। ପଞ୍ଚାୟତରେ ୧୬ଟି ଭୋଟ୍‌ ଗ୍ରହଣ କେନ୍ଦ୍ରରେ ୧୬ଶହ...

ଓଡ଼ିଆ ଭାଷା ପ୍ରତିଷ୍ଠାନ ନିର୍ଦ୍ଦେଶିକା ହେଲେ ଭାଗ୍ୟଲିପି ମଲ୍ଲ : ବିଜୟ ଜେନା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର, ୩୧ା୩ (ବ୍ୟୁରୋ) – ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଆ ଭାଷା ପ୍ରତିଷ୍ଠାନର ନିର୍ଦ୍ଦେଶିକା ଭାବେ ରାଜ୍ୟ ସଂଗ୍ରହାଳୟର କ୍ୟୁରେଟର...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୧୪୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

‘ରାଜ୍ୟରେ କରୋନା ସଂକ୍ରମଣ କମୁଛି’

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ କମୁଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।...

ଆମେରିକାରେ ପ୍ରଦର୍ଶିତ ହେଲା ଓଡ଼ିଶାର ବାନ୍ଧକଳା

ଭୁବନେଶ୍ୱର, ୮ା୧୧(ବ୍ୟୁରୋ): ଆମେରିକାର ଓ୍ବାଶିଂଟନସ୍ଥିତ କେନେଡି ସେଣ୍ଟରରେ ପ୍ରଦର୍ଶିତ ହୋଇଛି ଓଡ଼ିଶାର ବାନ୍ଧକଳା। ଓଡ଼ିଶାର ହସ୍ତକଳାକୁ ନ୍ୟାଶନାଲ ଅପେରା ମଞ୍ଚ ମାଧ୍ୟମରେ ବିଶ୍ୱ ଦରବାରରେ ପହଞ୍ଚାଇ...

Advertisement
Archives

Model This Week