୨୪ ଘଣ୍ଟାରେ ୨ ଲକ୍ଷ ୬୦ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ, ୧୯।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପୃଥିବୀରେ ୨ ଲକ୍ଷ ୬୦ ହଜାର ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେଥିମଧ୍ୟରୁ ଆମେରିକାରେ ୭୧ ହଜାର ୪୮୪ ଜଣ, ବ୍ରାଜିଲ୍‌ରେ ୪୫ ହଜାର ୪୦୩ ଜଣ ଏବଂ ଭାରତରେ ୩୮ ହଜାର ୯୦୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ପୃଥିବୀରେ ୭ ହଜାର ୩୬୦ ଜଣଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ରବିବାର ସୁଦ୍ଧା ପୃଥିବୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କୋଟିଏ ୪୪ ଲକ୍ଷ ୨୬ ହଜାର ୧୫୦ରେ ପହଞ୍ଚିଛି। ସେହପରି ମୃତକଙ୍କ ସଂଖ୍ୟା ୬ଲକ୍ଷ ୪ ହଜାର ୯୧୭ ଛୁଇଁଛି। ୮୬ ଲକ୍ଷ ୧୨ ହଜାର ୩୩୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୫୨ ଲକ୍ଷ ୮ ହଜାର ୯୦୦ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

ଇସ୍ରୋ ବିକ୍ରି

ଅନ୍ୟ ଦେଶ ସହିତ ଭାରତର ଘରୋଇ କମ୍ପାନୀଗୁଡ଼ିକର ତୁଳନା କରାଯାଇପାରିବ ନାହିଁ। ଉଦାହରଣ ଦେଖିବାକୁ ଗଲେ ଅନେକ ଅଛି। ଘରୋଇ କମ୍ପାନୀ ଦ୍ୱାରା ନିର୍ମିତ ଏବଂ ପରିଚାଳିତ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri