ରାଜ୍ୟରେ ୨,୬୦୨ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୨,୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍‌ ଥିବାବେଳେ ଆଜି ପୁଣି ହଠାତ୍‌ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୯୫ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୧୧୦୭ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୨୯ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୯୭ ଜଣ ଚିହ୍ନଟ ହୋଇଛନ୍ତି।
୨,୬୦୨ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୯ ହଜାର ୭୮୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୯୭ ହଜାର ୩୬୨ ଜଣ ସୁସ୍ଥ ହୋଇସାରିଛନ୍ତି। ୨୮ ହଜାର ୦୧୫ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।]

‘https://twitter.com/IPR_Odisha/status/1412609398267027459


Enter your email to get our daily news in your inbox.

All Right Reserved By Dharitri.Com

ପାଣିଘେରରେ ବସ୍ତା ଥାନା,କୋର୍ଟ

ରୂପ୍‌ସା/ବସ୍ତା,୨୩ା୯(ଡି.ଏନ.ଏ.):  ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲା ଜଳକା ନଦୀରେ ବନ୍ୟା ସ୍ଥିତି ଗମ୍ଭୀର ହୋଇପଡ଼ିଛି। ବସ୍ତା ବ୍ଲକର ୧୩ ଓ ସଦର ବ୍ଲକର ୨ଟି...

୩୧ ଯାଏ ଓଏଚ୍‌ଆର୍‌ସି କାର୍ଯ୍ୟାଳୟକୁ ପ୍ରବେଶ ମନା

ଭୁବନେଶ୍ୱର,୧୮।୫(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତୋଷାଳୀ ଭବନସ୍ଥିତ ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଇଛି। ଏହି କ୍ରମରେ ଆସନ୍ତା...

ଭକ୍ତଙ୍କ ଡାକ ଶୁଣିଲେ ମହାପ୍ରଭୁ: ରଥଯାତ୍ରାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୨।୬: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁରୀ ରଥଯାତ୍ରା ପାଇଁ ଅନୁମତି ଦେଇଛନ୍ତି ମାନ୍ୟବର ସୁପ୍ରିମକୋର୍ଟ। କେତେକ ସର୍ତ୍ତ ଅନୁଯାୟୀ କେବଳ ପୁରୀରେ ହିଁ...

ନକଲି ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଲେ ୪ ଶିକ୍ଷକ: ଏତଲା ସହ ବହିଷ୍କାର ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ୍‌,୩ା୧୧- ନିଯୁକ୍ତି ବେଳେ ଶିକ୍ଷାଗତ ଯୋଗ୍ୟତାର ନକଲି ସାର୍ଟିଫିକେଟ୍‌ ଦେଇ ଗଞ୍ଜାମ ଜିଲାର ୪ଜଣ ଶିକ୍ଷକ ଧରାପଡ଼ିଛନ୍ତି। ଏହି ସମସ୍ତ ଶିକ୍ଷକ ଧରାକୋଟ ବ୍ଲକର...

ପାକିସ୍ତାନ ସେନା ମୁଖପାତ୍ରଙ୍କ ଟୁଇଟ୍‌କୁ ଓଡ଼ିଆ ନେତାଙ୍କ ସମାଲୋଚନା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଖ୍ରୀଷ୍ଟମାସ ଶୁଭେଚ୍ଛା ଜଣାଇବା ବାହାନାରେ ପାକିସ୍ତାନ ସେନା ମୁଖପାତ୍ର ତଥା ମେଜର ଜେନେରାଲ ଆସିଫ ଗଫୁର ଓଡିଶାକୁ ବୁଧବାର ଟାର୍ଗେଟ କରିଥିଲେ। ସେ ହିନ୍ଦୁତ୍ୱ...

ମଧୁବାବୁ ପେନ୍‌ସନରେ ମିଳିବ ଆଉ ୧ ହଜାର ଟଙ୍କା: ଉପକୃତ ହେବେ ୪୮ ଲକ୍ଷ ହିତାଧିକାରୀ

ଭୁବନେଶ୍ୱର, ୩।୭(ବ୍ୟୁରୋ): ମଧୁବାବୁ ପେନ୍‌ସନ ଯୋଜନାରେ ହିତାଧିକାରୀଙ୍କୁ ଆଉ ୧ ହଜାର ଟଙ୍କା ମିଳିବ। ଏହା ଦ୍ୱାରା ରାଜ୍ୟର ୪୮ ଲକ୍ଷ ହିତାଧିକାରୀ ଉପକୃତ ହୋଇପାରିବେ।...

କରୋନା ଆକ୍ରାନ୍ତ ଓ୍ବାର୍ଡ ଅଫିସରଙ୍କ ମୃତ୍ୟୁ

ଭୁବନେଶ୍ୱର,୨୬।୯ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ରେ କାର୍ଯ୍ୟରତ ଓ୍ବାର୍ଡ ଅଫିସରଙ୍କ ମୃତ୍ୟୁ ହୋଇଛି। ସେ ୪୫ ନମ୍ବର ୱାର୍ଡରେ ୱାର୍ଡ ଅଫିସର ଭାବେ କାର୍ଯ୍ୟ କରୁଥିଲେ।...

କିଟ୍‌ ଓ କିସ୍‌ ପରିଦର୍ଶନ କଲେ ରିଜିଜୁ: ଅଲିମ୍ପିକ୍ସରେ ଭାରତକୁ ଜିତାଇବେ ଜନଜାତି

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଅଲିମ୍ପିକ୍ସରେ ଜନଜାତି ଛାତ୍ରୀଛାତ୍ରଙ୍କ ଭୂମିକା ଯଥେଷ୍ଟ ଗୁରୁତ୍ୱ ବହନ କରିବ। ଭାରତରେ ପ୍ରତିଭାର ଅଭାବ ନାହିଁ। ଦେଶର ଗ୍ରାମାଞ୍ଚଳରେ ବହୁ କ୍ରୀଡା ପ୍ରତିଭା ଲୁକ୍କାୟିତ...

Advertisement


Archives

Model This Week