ଅଣସରରେ ତିନି ଠାକୁର

ଖଣ୍ଡପଡ଼ା,୧୯ା୬(ସ୍ବ.ପ୍ର.)-ଜ୍ୟେଷ୍ଠ ପୂର୍ଣ୍ଣମୀ ଅବସରରେ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ପାର୍ଶ୍ୱ ଠାକୁର ଭାବେ ବିରାଜିତ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଦେବସ୍ନାନ ଯାତ୍ରା ସୋମବାର ପାରମ୍ପାରିକ ରୀତିରେ ସମ୍ପନ୍ନ ହୋଇଯାଇଛି ା ଗଜାନନ ବେଶ ହୋଇଥିବା ଶ୍ରୀ ଜୀଉମାନେ ଅଧିକ ସ୍ନାନ କରିବା ଯୋଗୁ ଅସୁସ୍ଥ ହୋଇ ପଡିଥିଲେ। ଦୀର୍ଘ ୧୫ ଦିନ ପର୍ଯ୍ୟନ୍ତ ଶ୍ରୀଜୀଉମାନେ ଅଣସର ଘରେ ରହୁଥିବାରୁ ଭକ୍ତମାନେ ଶେଷ ଦର୍ଶନ ପାଇଁ ମନ୍ଦିର ପରିସରରେ ସମାଗମ ହୋଇଥିଲେ ା ତେବେ ଜୁଲାଇ ୨ରେ ଠାକୁରଙ୍କ ନବଯୌବନ ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ। ଏହାପରେ ଅନୁଷ୍ଠିତ ହେବ ପବିତ୍ର ରଥଯାତ୍ରା।


All Right Reserved By Dharitri.Com

ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ

ରାଜନଗର,୨୩।୫(ଡି.ଏନ୍‌.ଏ): ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ୪ର୍ଥ ରାଉଣ୍ଡ ଗଣତି ଶେଷସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ଧୃବ ସାହୁ କଂଗ୍ରେସ ପ୍ରାର୍ଥୀ ଅଂଶୁମାନ ମହାନ୍ତିଙ୍କଠାରୁ ୪,୨୦୦ରୁ ଊର୍ଦ୍ଧ୍ୱ...

କାଳିଆପାଣି ଟାଟା କମ୍ପାନୀ ମାର୍କେଟରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

କାଳିଆପାଣି,୧୭।୫(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ଥାନା ଅନ୍ତର୍ଗତ ଟାଟା କମ୍ପାନୀର ମାର୍କେଟର ଏକ ଦୋକାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର...

ଯାଜପୁର ଜିଲା ବିକାଶର ଓଲଟା ଚିତ୍ର:୧୩୩ ଗ୍ରାମକୁ ସଡ଼କ ନାହିଁ

ଯାଜପୁର ଅଫିସ,୨।୭: ନିର୍ବାଚିତ ପ୍ରତିନିଧିମାନେ ଯାଜପୁରକୁ ବିକଶିତ ଜିଲା ବୋଲି ଡିଣ୍ଡିମ ପିଟୁଛନ୍ତି। କିନ୍ତୁ ଜିଲାର ମୋଟ ୧୭୮୧ ଗ୍ରାମ ମଧ୍ୟରୁ ୧୩୩ଟିକୁ ଅଦ୍ୟାବଧି ସଡ଼କ...

କାଳିଆପଡ଼ାଠାରେ ୩ କାର୍‌ ଦୁର୍ଘଟଣାଗ୍ରସ୍ତ: ୭ ଗୁରୁତର

ନୟାଗଡ଼ ଅଫିସ, ୮ା୭: ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅନ୍ତର୍ଗତ ଆଡ଼କଟା କାଳିଆପଡ଼ାଠାରେ ସୋମବାର ସକାଳେ ୨ଟି ବରଯାତ୍ରୀ କାର୍‌ ସହ ଅନ୍ୟ ଏକ କାର୍‌...

ଯୁବତୀଙ୍କୁ ଅସଦାଚାରଣ ଅଭିଯୋଗ, ଅଭିଯୁକ୍ତ କୋର୍ଟ ଚାଲାଣ

ଧର୍ମଶାଳା,୨୧|୬(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଅସଦାଚାରଣ ଅଭିଯୋଗରେ ଗୁରୁବାର ପୋଲିସ ଜଣେ ଯୁବକଙ୍କୁ ଗିରଫକରି ଚଣ୍ଡିଖୋଲ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ...

ପାରିକୁଦ ଗଡ଼ରେ ଗୁରୁପୂର୍ଣ୍ଣିମା, ଭଜନ ପ୍ରତିଯୋଗିତା

କୃଷ୍ଣପ୍ରସାଦ,୧୬ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପାରିକୁଦ ଗଡ ଗାନ୍ଧୀଛକସ୍ଥିତ ଶ୍ରୀ ଶିରିଡି ସାଇବାବାଙ୍କ ପୀଠରେ ମଙ୍ଗଳବାର ଗୁରୁପୂର୍ଣ୍ଣିମା ପାଳିତ ହୋଇଯାଇଛି ା ଶିରିଡ଼ି ସାଇ...

ବୋଲଗଡ଼ ବ୍ଲକ : ଖରିଫ୍‌ ଧାନ ଫସଲ ପାଇଁ ଜମି ପ୍ରସ୍ତୁତି, ୧୪,୪୫୦ ହେକ୍ଟର ଜମିରେ ଚାଷ ପାଇଁ ଲକ୍ଷ୍ୟଧାର୍ଯ୍ୟ

ବୋଲଗଡ଼,୨୬ା୫(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅଞ୍ଚଳଟି ବୃଷ୍ଟିିପ୍ରବଣ ଅଞ୍ଚଳ ଭାବେ ପରିଚିତ। ଏଠାରେ ଚାଷୀମାନଙ୍କ ପ୍ରମୁଖ ଆୟକାରୀ ଫସଲ ଭାବେ ଖରିଫ ଧାନଚାଷ ପରିଚିତ। ଅନିୟମିତ...

ଫଳକରେ ସୀମିତ ଶୂଳିଆ ନାଳ ପୋଲ

ନୂଆଗାଁ,୮।୬(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ବ୍ଲକ ଦୁର୍ଦ୍ଦୁରା ପଞ୍ଚାୟତ ବନମାଳୀପୁର ହରିଜନସାହି ଲୋକଙ୍କ ଯାତାୟାତରେ ବାଧକ ସାଜିଛି ଶୂଳିଆ ନାଳ। ଏହି ନାଳ ଉପରେ ପୋଲ...

Leave a comment

Your email address will not be published. Required fields are marked *