CORONAVIRUS UPDATE: ରାଜ୍ୟରେ ଆଜି ୨୬୧୭ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୫ ହଜାର ୩୩୦କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୨୬୧୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୫ ହଜାର ୩୩୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୧୫୨୧ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୯୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୫୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୪୮ ଜଣ ଏବଂ କଟକରୁ ୧୩୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୧୧୫, ବାଲେଶ୍ୱର ୭୯, ଭଦ୍ରକ ୪୯, ବଲାଙ୍ଗୀର ୧୦୯, ବୌଦ୍ଧ ୧୮, ଦେବଗଡ଼ ୧୮, ଢେଙ୍କାନାଳ ୭୪, ଗଜପତି ୭, ଗଞ୍ଜାମ ୪୩, ଜଗତସିଂହପୁର ୪୫, ଯାଜପୁର ୧୧୨, ଝାରସୁଗୁଡ଼ା ୪୬, କଳାହାଣ୍ଡି ୪୪, କନ୍ଧମାଳ ୩୨, କେନ୍ଦ୍ରାପଡ଼ା ୧୩୨, କେନ୍ଦୁଝର ୧୦୭, କୋରାପୁଟ ୪୩, ମାଲକାନଗିରି ୬୭, ମୟୂରଭଞ୍ଜ ୧୦୧, ନବରଙ୍ଗପୁର ୫୯, ନୟାଗଡ଼ ୩୮, ନୂଆପଡ଼ା ୫୮, ପୁରୀ ୭୯, ରାୟଗଡ଼ା ୨୬, ସମ୍ବଲପୁର ୧୦୬, ସୋନପୁର ୨୩ ଏବଂ ସୁନ୍ଦରଗଡ଼ରୁ ୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୫,୩୩୦ରେ ପହଞ୍ଚିଥିବା ବେଳେ ୨,୦୨,୨୩୦୨ ଜଣ ସୁସ୍ଥ ହୋଇଛନ୍ତି। ୩୨,୦୫୧ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷଣହୀନ, ଗର୍ଭବତୀ, ଶିଶୁଙ୍କ ପାଇଁ ବାରଣ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ହୋମ୍‌ ଆଇସୋଲେଶନରେ ରହୁଥିବା କରୋନା ଆକ୍ରାନ୍ତ କିପରି ଫାଭିପିରାଭିର ଔଷଧ ଖାଇବେ, ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଆବଶ୍ୟକ ପରାମର୍ଶ ଦେଇଛନ୍ତି।...

ରାଜ୍ୟରେ ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୫୩୦ ଜଣ ସୁସ୍ଥ ହୋଇଥିବାବେଳେ ରାୟଗଡାରୁ ୬୧, କଟକରୁ ୩୫,...

ରାଜଧାନୀରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଭୁବନେଶ୍ୱର କ୍ୟାପିଟାଲ ଥାନା ଅନ୍ତର୍ଗତ ୟୁନିଟ-୧ ଜିଇଡି ବସ୍ତିରେ ବୁଧବାର ଭୋର ସମୟରେ ଜଣେ ଯୁବକଙ୍କୁ ଗୋଟିଏ ପରିବାରର ମାମୁ, ଭଣଜାଙ୍କ ସମେତ ୪...

ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାରସ୍ବତ ସାଧିକା ନନ୍ଦିନୀ ଶତପଥୀଙ୍କ ୯୧ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଶାର ପୂର୍ବତନ...

୫ ବର୍ଷର ଶିଶୁକୁ ଝୁଣି ମାରିଲେ କୁକୁରପଲ

କୋକସରା,୨୪।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଖୁଣ୍ଟିଆ ଗାଁରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁର ଏକ ୫ ବର୍ଷର ଶିଶୁକୁ କୁକୁରପଲ ଗୋଡ଼ାଇ ଗୋଡ଼ାଇ...

କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ସହାୟତାର ହାତ ବଢ଼ାଇଲେ ବିକି

ମୁମ୍ବାଇ: ଭାରତରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣ ବ୍ୟାପିବାରୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ...

ସ୍ବିଡେନ୍‌ ସରକାରଙ୍କ ଆର୍ଟ ଆଡ୍‌ଭାଇଜର୍‌ ହେଲେ ମହାନନ୍ଦିଆ: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭। ୭(ବ୍ୟୁରୋ): ସ୍ବିଡେନ୍‌ ସରକାରଙ୍କ କଳା ବିଭାଗର ପରାମର୍ଶଦାତା ତଥା ଆର୍ଟ ଆଡ୍‌ଭାଇଜର ଭାବେ ନିଯୁକ୍ତ ହୋଇଛନ୍ତି ଓଡ଼ିଆ ଚିତ୍ରଶିଳ୍ପୀ ପି.କେ. ମହାନନ୍ଦିଆ। ଏଥିପାଇଁ ମୁଖ୍ୟମନ୍ତ୍ରୀ...

ଶୋଭାପାଇବ ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ପାର୍କ

କଟକ ରୋଡ,୧୯।୯(ଡି.ଏନ୍‌.ଏ.): ଚଳିତବର୍ଷ ଝାରପଡ଼ା ଦୁର୍ଗାପୂଜା ସମିତି ନବମ ବର୍ଷରେ ପହଞ୍ଚିଛି। ପୂର୍ବରୁ ବିଭିନ୍ନ ସମୟରେ ଆକର୍ଷଣୀୟ ତୋରଣ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା ପୂଜା...

Advertisement
Archives

Model This Week