ଖସିଲା କରୋନା ଗ୍ରାଫ୍‌: ଆଜି ରାଜ୍ୟରୁ ୨୬୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୬୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୩୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୪୭ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୫୦ ଏବଂ ବଲାଙ୍ଗୀରରୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୨, ବରଗଡ଼ ୫, ଭଦ୍ରକ ୩, ବୌଦ୍ଧ ୭, କଟକ ୧୫, ଦେବଗଡ଼ ୪, ଗଜପତି ୧୧, ଗଞ୍ଜାମ ୧, ଯାଜପୁର ୫ ଝାରସୁଗୁଡ଼ା ୫, କଳାହାଣ୍ଡି ୧, କନ୍ଧମାଳ ୯, କେନ୍ଦ୍ରାପଡ଼ା ୨, କୋରାପୁଟ ୨, ମୟୂରଭଞ୍ଜ ୯, ନବରଙ୍ଗପୁର ୯, ନୟାଗଡ଼ ୬, ନୂଆପଡ଼ା ୬, ପୁରୀ ୭, ରାୟଗଡ଼ା୨, ସମ୍ବଲପୁରରୁ ୧୪ ଏବଂ ସୋନପୁରରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୩।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୩୮୩ରେ ପହଞ୍ଚିଥିବା ବେଳେ ୧୩,୧୫,୧୭୩ ଜଣ ସୁସ୍ଥ ହୋଇଛନ୍ତି। ୧୯୮୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri