ଆଜି ରାଜ୍ୟରୁ ୨୬୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ୨୬୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୫,୪୭୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୪୨ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୨୧ ଏବଂ ସମ୍ବଲପୁରରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୧୨,ବରଗଡ଼ ୧, ଭଦ୍ରକ ୫, ଦେବଗଡ଼ ୩, ଢେଙ୍କାନାଳ ୫, ଗଞ୍ଜାମ ୨, ଜଗତସିଂହପୁର ୩, ଯାଜପୁର ୬, ଝାରସୁଗୁଡ଼ା ୨, କେନ୍ଦ୍ରାପଡ଼ା ୮, କୋରାପୁଟ ୧, ମାଲକାନଗିରି ୧, ମୟୂରଭଞ୍ଜ ୫, ନୟାଗଡ଼ ୨, ପୁରୀ ୧, ରାୟଗଡ଼ାରୁ ୧ ୧ ଏବଂ ସୁନ୍ଦରଗଡ଼ରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୩୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୫,୪୭୧ରେ ପହଞ୍ଚିଥିବାବେଳେ ୧୦,୩୪,୩୦୦ଜଣ ସୁସ୍ଥ ହୋଇଛନ୍ତି। ୨୭୪୧ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri