ଆଜି ରାଜ୍ୟରୁ ୨୬୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୦ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୪ ହଜାର ୯୬୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୨୯ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୭, ଭଦ୍ରକରୁ ୨, ବଲାଙ୍ଗୀରରୁ ୨, କଟକରୁ ୨୧, ଦେବଗଡରୁ ୭, ଢେଙ୍କାନାଳରୁ ୫, ଗଜପତିରୁ ୯, ଗଞ୍ଜାମରୁ ୩, ଜଗତ୍‌ସିଂହପୁରରୁ ୨, ଯାଜପୁରରୁ ୧୦, ଝାରସୁଗୁଡାରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୨, କୋରାପୁଟରୁ ୧, ମୟୂରଭଞ୍ଜରୁ ୪, ନବରଙ୍ଗପୁରରୁ ୨, ପୁରୀରୁ ୭, ସମ୍ବଲପୁରରୁ ୬, ସୁନ୍ଦରଗଡ଼ରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୩୨ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ…

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri