Posted inଜାତୀୟ

ଦକ୍ଷିଣ କଶ୍ମୀରରୁ ୨୩ ଦିନରେ ୧୧ ଯୁବକ ନିଖୋଜ: ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିବା ସନ୍ଦେହ

ଶ୍ରୀନଗର,୨୪।୪: ଗତ ୨୩ ଦିନ ମଧ୍ୟରେ ଦକ୍ଷିଣ କଶ୍ମୀରରୁ ୧୧ ଜଣ ଯୁବକ ନିଖୋଜ ରହିଛନ୍ତି। ସେମାନେ ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିବା ନେଇ ସନ୍ଦେହ କରାଯାଉଛି। ଯୁବକମାନଙ୍କ ମଧ୍ୟରେ ଭ୍ରାନ୍ତ ଧାରଣ ଜନ୍ମାଇ ଏଭଳି କରାଯାଇଥିବା ଆଶଙ୍କା କରାଯାଉଛି। ପୁଲଓ୍ବାମାରୁ ୭ ଜଣ, ଶୋପିଆନ୍‌ରୁ ଜଣେ ତଥା କୁଲଗାମ୍‌ ଜିଲାରୁ ୩ ଜଣ ଯୁବକ ନିଖୋଜ ଥିବା କୁହାଯାଉଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ପିତା ଅବସରପ୍ରାପ୍ତ ସେନା କର୍ମଚାରୀ ଥିବା ପୋଲିସ ସୂଚନା ଦେଇଛି। ନିଖୋଜ ଯୁବକଙ୍କ ସନ୍ଧାନରେ ପୋଲିସ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି।


All Right Reserved By Dharitri.Com

ଯେଉଁଠାରେ କିନ୍ନର ହୁଅନ୍ତି ମା’

ରାଜସ୍ଥାନର ଅଜମେରରେ ଥିବା ମହମ୍ମଦ ସରିଫ ଦରଘାରେ ଘଟେ ଅନେକ ଚମତ୍କାର ଘଟଣା। ଯାହା ବିଶ୍ୱାସ ହେଉ ନ ଥିଲେ ବି ସତ ବୋଲି କୁହନ୍ତି...

କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂ

ଶ୍ରୀନଗର, ୨୬।୭: ଜମ୍ମୁ-କଶ୍ମୀରର ଦ୍ରାସ୍‌ରେ ଶୁକ୍ରବାର କାରଗିଲ ବିଜୟ ଦିବସର ୨୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ସାଧାରଣ ଲୋକଙ୍କଠାରୁ ଯବାନଙ୍କ...

କେବଳ ମଣିଷ ନୁହେଁ ବନ୍ୟଜୀବଙ୍କ ଉପରେ ପଡୁଛି ଗ୍ରୀଷ୍ମର ପ୍ରଭାବ: ମଧ୍ୟ ପ୍ରଦେଶ ଜଙ୍ଗଲରେ ୧୫ ମାଙ୍କଡ ମୃତ

ଦଓ୍ବୋସ,୮।୬: ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଉତ୍କଟ ଜଳ ସମାସ୍ୟା ୧୮ ମାଙ୍କଡଙ୍କ ଜୀବନ ନେଇଛି। ମଧ୍ୟପ୍ରଦେଶ ଦଓ୍ବୋସର ବଗଲି ବନଖଣ୍ଡରେ ଥିବା ଯୋଶୀ ବାବା...

ଶିବସେନାରେ ଯୋଗଦେଲେ ସଲମାନଙ୍କ ବଡିଗାର୍ଡ ଶେରା

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୩ ଦିନ ବାକିଥିବା ବେଳେ ଶୁକ୍ରବାର ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁଙ୍କ ବଡିଗାର୍ଡ ଗୁରମିତ ସିଂ(ଶେରା) ରାଜନୀତିରେ...

ଇନ୍‌ଫୋସିସ୍‌ ସିଇଓଙ୍କ ବିରୋଧରେ ଅଭିଯୋଗ

ବେଙ୍ଗାଲୁରୁ, ୧୩ା୧୧(ପି.ଟି.): ଗ୍ଲୋବାଲ ସଫ୍ଟଓ୍ବେର୍‌ ମେଜର ଇନ୍‌ଫୋସିସ୍‌ ଲିମିଟେଡ୍‌ର ସମସ୍ୟା ବଢ଼ିବାରେ ଲାଗିଛି। ପ୍ରଥମ ହ୍ବିସିଲ୍‌ବ୍ଲୋୟରଙ୍କ ଅଭିଯୋଗ ଗତ ଅକ୍ଟୋବର ମାସରେ ସାର୍ବଜନୀନ ହେବା ପରେ...

ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ୧୭ ବିରୋଧୀ ଦଳର ଚିଠି : ବିନା ଯାଞ୍ଚରେ ଗୃହୀତ ହେଉଛି ବିଲ୍‌

ନୂଆଦିଲ୍ଲୀ,୨୭ା୭(ପି.ଟି.): ପାର୍ଲାମେଣ୍ଟରେ ସରକାର ତରବରିଆ ଭାବେ ବିଲ୍‌ ଗୃହୀତ କରାଇ ନେଉଥିବାରୁ ଏହା ଉପରେ ଚିନ୍ତା ପ୍ରକଟ କରି ୧୭ଟି ବିରୋଧୀ ଦଳ ରାଜ୍ୟ ସଭା...

ମିଲିନ୍ଦ ଦେଓରାଙ୍କ ଇସ୍ତଫା ପରେ କର୍ମୀଙ୍କ ଉପରେ ଦୋଷ ଲଦିଲେ କଂଗ୍ରେସ ନେତ୍ରୀ ଉର୍ମିଳା

ମୁମ୍ବାଇ,୯।୭: ମୁମ୍ବାଇ କଂଗ୍ରେସ ଅଧ୍ୟକ୍ଷ ମିଲିନ୍ଦ ଦେଓରା ଇସ୍ତଫା ଦେବା ପରେ ଦଳରେ ସଙ୍କଟ ବଢିବାରେ ଲାଗିଛି। ଏବେ ବଲିଉଡ୍‌ ଅଭିନେତ୍ରୀ ତଥା କଂଗ୍ରେସ ନେତ୍ରୀ...

ବିଦେଶରେ ସମ୍ମାନ ପାଇବାକୁ ମୋଦି ହକ୍‌ଦାର: ଶଶି ଥରୁର୍‌

ନୂଆଦିଲ୍ଲୀ, ୨୨।୯:ବିଦେଶରେ ସମ୍ମାନ ପାଇବାକୁ ମୋଦି ହକ୍‌ଦାର ବୋଲି କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର କହିଛନ୍ତି। ଯେତେବେଳେ ମୋଦି ଭାରତର ପ୍ରତିନିଧି ହିସାବରେ ବିଦେଶ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *