ରାଜ୍ୟରେ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୬୪ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୦ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୮ ହଜାର ୪୯୨ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୨୭ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୫, ବରଗଡରୁ ୪, ଭଦ୍ରକରୁ ୧, କଟକରୁ ୧୪, ଦେବଗଡରୁ ୨,ଗଞାମରୁ ୨, ଜଗତସିଂହପୁରରୁ ୩, ଯାଜପୁରରୁ ୮, ଝାରସୁଗୁଡାରୁ ୪, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୩ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୧, ମୟୂରଭଞ୍ଜରୁ ୨୬, ନୟାଗଡରୁ ୧, ପୁରୀରୁ ୫, ସମ୍ବଲପୁରରୁ ୯, ସୁନ୍ଦରଗଡରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୮ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri