ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୮୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୫,୭୨୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଗଜପତିଚ ୫୫ ଏବଂ ଖୋର୍ଦ୍ଧାରୁ ୩୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ବଲାଙ୍ଗୀରରୁ ୧୬, କଟକ ୧୩, ବରଗଡ଼ ୯, ମୟୂରଭଞ୍ଜ ୯, ନବରଙ୍ଗପୁର ୮, ସମ୍ବଲପୁର ୮, ଗଜପତି ୬, ଯାଜପୁର ୬, ନୟାଗଡ଼ ୬, ନୂଆପଡ଼ା ୬, ବାଲେଶ୍ୱର ୫, ଦେବଗଡ଼ ୫, କନ୍ଧମାଳ ୫, ପୁରୀ ୪, ଅନୁଗୋଳରୁ ୨ ଏବଂ ଜଗତସିଂହପୁରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୧୨।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

ଶୀତଦିନେ ରୁମ୍‌ ହିଟର କିଣିବା ପୂର୍ବରୁ ଜାଣି ରଖନ୍ତୁ ଏହି କଥା, ନଚେତ୍‌ ପସ୍ତାଇବେ

ଶୀତଦିନେ ସକାଳୁ ବିଛଣାରୁ ଉଠିବା କଷ୍ଟକର ହୋଇପଡ଼େ। ଘର ଭିତରେ ଥଣ୍ଡା ଯୋଗୁଁ ହାତ ଓ ପାଦ ମଧ୍ୟ ବରଫ ଭଳି ଥଣ୍ଡା ହୋଇଯାଏ। ଏଭଳି ସମୟରେ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?