୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୯ା୬ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ପୋଲିସଙ୍କ ନିକଟରେ ବୁଧବାର ୪ଜଣ ମାଓବାଦୀ ବନ୍ଧୁକ ସହ ଆତ୍ମ ସମର୍ପଣ କରିଛନ୍ତି। ସେମାନେ ହେଲେ ଧର୍ମଗଡ ଏରିଆ କମାଣ୍ଡର ସଦସ୍ୟ ଗୁଡୁ ଓରଫ ସୁରେଶ ଓରଫ ବାସୁଦେବ। ତାଙ୍କ ଘର ଦୋରାଗୁଡା ଗ୍ରାମରେ। ସେହିପରି ବିଜାପୁର ଜିଲା ମିରତୁର ଥାନା ବେଚାପାଲ ଗ୍ରାମର ଦିଲୀପ ପୁନେମ, ଏହି ଥାନା ଅନ୍ତର୍ଗତ ପାଲେବାୟା ଗ୍ରାମର ଲଛମନ କୁଟାମି, ଓ ଦାନ୍ତଓ୍ବୋଡା ଜିଲା କୁମୁରିଗୁଣ୍ଡା ଥାନା ଅନ୍ତର୍ଗତ ବାସୁରି ଗ୍ରାମର ସୁନାରାମ ା ଏହି ମାଓବାଦୀଙ୍କ ନାମରେ ଓଡିଶା ସରକାରଙ୍କ ପକ୍ଷରୁ ୮ ଲକ୍ଷ ଓ ଛତିଶଗଡ଼ ସରକାରଙ୍କ ପକ୍ଷରୁ ୫ ଲକ୍ଷ ଟଙ୍କା ମୋଟ ୧ ୩ ଲକ୍ଷ ଟଙ୍କା ପୁରଷ୍କାର ଘୋଷିତ ଏହି ୪ଜଣ ଦାନ୍ତଓ୍ବୋଡା ଏସପି ଅଭିଷେକ ପଲ୍ଲବଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ମାଓବାଦୀଙ୍କ ପୂର୍ବ ଆଦର୍ଶ ନ ଥିବାରୁ ସେମାନେ ସଙ୍ଗଠନ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାପାଇଁ ଆତ୍ମସମର୍ପଣ କରିଥିବା କହିଛନ୍ତି।


All Right Reserved By Dharitri.Com

ଗିରଫ ହେଲେ ଆଶୀର୍ବାଦ

କଟକ ଅଫିସ,୧୯।୯: ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଗୁରୁବାର ସକାଳେ ସିବିଆଇ ଗିରଫ କରିଛି।ଭୋରରୁ କଟକ ସ୍ଥିତ ତାଙ୍କ ବାସଭବନରେ ସିବିଆଇ ଚଢ଼ାଉ କରିବା...

ମାଟ୍ରିକ ପରୀକ୍ଷା ଫଳ: ପୁରୀ ଜିଲାରେ ପାସ୍‌ହାର ୭୮.୨୫%

ପୁରୀ ଅଫିସ, ୨୧।୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା(ମାଟ୍ରିକ) ଫଳ ମଙ୍ଗଳବାର ପୂର୍ବାହ୍ନ ୯ଟାରେ ପରୀକ୍ଷା ଫଳ ପ୍ରକାଶ ପାଇଛି...

ଛେଣ୍ଡିପଦା ଓ ମାଧପୁରରେ ବିଦ୍ୟୁତ୍‌ କାଟ: ଜନ ଅସନ୍ତୋଷ ବୃଦ୍ଧି

ଛେଣ୍ଡିପଦା/ମାଧପୁର, ୨୮।୫(ସ୍ବ.ପ୍ର.)- ଛେଣ୍ଡିପଦା ବ୍ଲକ ଅଞ୍ଚଳରେ କିଛି ମାସ ହେବ ଅଘୋଷିତ ବିଦ୍ୟୁତ୍‌ କାଟ ହେଉଥିବା ଅଭିଯୋଗ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ଓ ଅସହ୍ୟ ଗୁଳୁଗୁଳି...

ନୟାଗଡ଼ ଡିଏଚ୍‌ଏଚ୍‌କୁ ‘ମୋ ସରକାର’ ଟିମ୍‌ର ପରିଦର୍ଶନ: ତଦାରଖ କଲେ ସ୍ବାସ୍ଥ୍ୟସେବା

ଭୁବନେଶ୍ୱର, ୭ା୧(ବ୍ୟୁରୋ)‘ମୋ ସରକାର’ର ଟିମ୍‌ ସୋମବାର ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ପରିଦର୍ଶନ କରିଛନ୍ତି। ଉତ୍ତମ ସ୍ବାସ୍ଥ୍ୟସେବା ଓ ରୋଗୀଙ୍କ ପ୍ରତିକ୍ରିୟା ନେବା ପାଇଁ...

ଗଁ।କୁ ଫେରୁନି ଦାଦନ ଶ୍ରମିକଙ୍କ ମୃତଦେହ

ଖଲ୍ଲିକୋଟ,୨୨ା୧୦(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ଖୋଜାପଲି ଗ୍ରାମର ହରସ ସାମଲ (୨୬)ଙ୍କ ଗତ ୧୧ ଅକ୍ଟୋବରରେ ମୃତ୍ୟୁ ହୋଇଥିବା ନେଇ କୁଏତରୁ ପରିବାରକୁ ଫୋନ ଆସିଥିଲା। ପରିବାର ଲୋକେ...

ମୋଟର ଯାନ ଆଇନ ଉଲ୍ଲଂଘନ : ଜରିମାନା ଆଦାୟରେ ଆଗରେ ଓଡ଼ିଶା

ଭୁବନେଶ୍ୱର,୬।୯ (ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ସେପ୍ଟେମ୍ବର ୧ରୁ ସାରା ଦେଶରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ବହୁଗୁଣା ଜରିମାନା...

‘ଛପାକ୍‌’ର ଓଡ଼ିଶା ଲିଙ୍କ୍‌

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ନିକଟରେ ରିଲିଜ ହୋଇଥିବା ଦୀପିକା ପାଦୁକୋନଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ଛପାକ୍‌’ର ରହିଛି ଓଡ଼ିଶା ଲିଙ୍କ୍‌। ଏସିଡ୍‌ ଆକ୍ରମଣର ଶିକାର ହୋଇଥିବା ଲକ୍ଷ୍ମୀ ଅଗ୍ରଓ୍ବାଲଙ୍କ ଜୀବନର ସଂଘର୍ଷପୂର୍ଣ୍ଣ...

ଗର୍ଭବତୀ,ଶିଶୁ ଯତ୍ନ ସମ୍ପର୍କିତ ଆଲୋଚନା ଚକ୍ର

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଗର୍ଭବତୀ ଓ ପ୍ରସୂତି ମହିଳା ଏବଂ ଶିଶୁଙ୍କ ଯତ୍ନ ସମ୍ପର୍କିତ ଏକ ଆଲୋଚନା ଚକ୍ର ଜିଲାପରିଷଦ ସଭାଗୃହରେ ବୁଧବାର ଅନୁଷ୍ଠିତ ହୋଇଛି। ଜିଲା...

Leave a comment

Your email address will not be published. Required fields are marked *