Posted inରାଜ୍ୟ

ସୁସ୍ଥ ହେଲେ ୨୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୬ା୪- ଓଡ଼ିଶାରେ ମଙ୍ଗଳବାର ୨୬୬ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ମୋଟ ଆକ୍ରାନ୍ତ ସଂଖ୍ୟା ୩,୩୮,୪୧୬ରେ ପହଞ୍ଚିଛି। ଖୋର୍ଦ୍ଧାରୁ ସର୍ବାଧିକ ୭୨, ନୂଆପଡ଼ାରୁ ୩୦, କଟକରୁ ୧୬, ବରଗଡ଼ରୁ ୧୫, ଅନୁଗୁଳ ଓ ସୁନ୍ଦରଗଡ଼ରୁ ୧୪, କଳାହାଣ୍ଡିରୁ ୧୨, ସମ୍ବଲପୁରରୁ ୧୦, ମୟୁରଭଞ୍ଜରୁ ୯, ଯାଜପୁରରୁ ୮, ଗଞ୍ଜାମରୁ ୭, ବାଲେଶ୍ୱର ଓ ଭଦ୍ରକରୁ ୬, ନବରଙ୍ଗପୁର ଓ ପୁରୀରୁ ୫, ବଲାଙ୍ଗୀର, କେନ୍ଦୁଝର ଓ ସୋନପୁରରୁ ୪, ରାୟାଗଡ଼ାରୁ ୩, ଜଗତ୍‌ସିଂହପୁର ଓ ନୟାଗଡ଼ରୁ ୨, ଢେଙ୍କାନାଳ ଓ ଝାରୁସୁଗୁଡ଼ାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍‌ ପୁଲରୁ ୧୬ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri