Posted inଜାତୀୟ

ଦେଶରେ ୨,୬୭୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୬୭୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୧୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୨୩,୯୯୭ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୦,୪୭,୩୪୪ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨୬,୫୮୩ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୮,୮୫୭କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟାମରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ, ବେସାହାରା ଛୁଆଙ୍କୁ ସରକାରୀ ସହାୟତା ଦାବି

ମୋହନା,୩୦।୬(ମନ୍ମଥ ମିଶ୍ର): ଡ୍ୟାମରେ ଗାଧୋଇବା ବେଳେ ପାଣିରେ ବୁଡ଼ି ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ…

ବିନା ଭୁଲ୍‌ରେ ଛାତ୍ରଙ୍କୁ ଜୋରଦାର ଚାପୁଡା ମାରିଲେ ଶିକ୍ଷକ: ଆଉ ତା’ପରେ ଘଟିଲା…

ଅହମ୍ମଦାବାଦ,୩୦।୬:ଗୁଜରାଟର ଅହମ୍ମଦାବାଦରୁ ଶିକ୍ଷକ-ଛାତ୍ର ସମ୍ପର୍କକୁ କଳଙ୍କିତ କରୁଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ନିକୋଲ ଅଞ୍ଚଳର ଏକ ସ୍କୁଲରେ ଜଣେ ଶିକ୍ଷକ ବିନା ଭୁଲ୍‌ରେ ଜଣେ…

ସ୍ନାନଯାତ୍ରା ପରେ ଜ୍ୱରରେ ପୀଡି଼ତ ମହାପ୍ରଭୁ; ଅଲାନାଥରେ ଚାଲିଛି ଦର୍ଶନ, ଜମୁଛି ଭକ୍ତଙ୍କ ଭିଡ଼

ପୁରୀ,୩୦।୬: ଆଜିଠୁ ବ୍ରହ୍ମଗିରି ପାଲଟିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ।ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡ଼ିତ ଅଛନ୍ତି କାଳିଆ ଠାକୁର ।…

ଖଣ୍ଡଗିରି ହତ୍ୟାକାଣ୍ଡ: ପୁଅ ପରେ, ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବାପା

ଭୁବନେଶ୍ୱର,୩୦।୬: ରାଜଧାନୀର ବହୁଚର୍ଚ୍ଚିତ ଖଣ୍ଡଗିରି ହତ୍ୟାକାଣ୍ଡରେ ମୃତକଙ୍କ ପରିବାରକୁ ଆଉ ଏକ ବଡ଼ ଝଟକା ଲାଗିଛି। ହତ୍ୟାକାଣ୍ଡ ସମୟରେ ପୁଅଙ୍କୁ ବଞ୍ଚାଇବାକୁ ଯାଇ ଗୁରୁତର ଆହତ ହୋଇଥିବା…

ଜାତୀୟ ରାଜପଥରୁ ମିଳିଲା ଅଚିହ୍ନା ମୃତଶରୀର: ବଢୁଛି ସନ୍ଦେହ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବରଗଡ-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ ଅମାଠ ଛକଠାରେ ରାସ୍ତା ଉପରେ ଏକ ଅଚିହ୍ନା ମୃତଶରୀର ମଙ୍ଗଳବାର ପଡ଼ିଥିବାର…

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ…

କ୍ରିକେଟରଙ୍କ ବିରୋଧରେ ଘରୋଇ ସହାୟକଙ୍କୁ ଆକ୍ରମଣ ଅଭିଯୋଗ, ତାଙ୍କ ବାପା-ଡ୍ରାଇଭରଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ

ନୂଆଦିଲ୍ଲୀ,୩୦।୬: ଆଇପିଏଲରେ ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଜଣାଶୁଣା ଶଶାଙ୍କ ସିଂହ ଏବେ ଏକ ଭିନ୍ନ କାରଣ ପାଇଁ ଖବରର ଶିରୋନାମା ପାଲଟିଛନ୍ତି। ଭୋପାଳରେ ତାଙ୍କ ବିରୋଧରେ ଏକ…

ହୁମ୍ମା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ସାଇକେଲରେ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ…

ଗଞ୍ଜାମ,୩୦।୬(ଅନାଥ ତରାଇ): ହୁମ୍ମା ଓଭରବ୍ରିଜ୍ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri