Posted inଜାତୀୟ

ପ୍ରାଇମେରୀ ସ୍କୁଲରେ ଯୋଗୀ ବାଣ୍ଟିବେ ଖଦି ପୋଷାକ

ଲକ୍ଷ୍ନୌ, ୨୦।୬: ଖଦିର ବିକାଶ ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ନୂଆ ଯୋଜନା ଆରମ୍ଭ କରିଛନ୍ତି। ରାଜ୍ୟର ପ୍ରାଇମେରୀ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ଖଦି ପୋଷାକ ବଣ୍ଟନ କରାଯିବା ଲାଗି ସରକାର ଚିନ୍ତା କରୁଛନ୍ତି। ପରୀକ୍ଷାମୂଳକ ଭାବେ ଲକ୍ଷ୍ନୌ ସମେତ ରାଜ୍ୟର ୪ଟି ଜିଲାରେ ଏହା କରାଯିବ। ଏହା ସଫଳ ହେଲେ ପରବର୍ତ୍ତୀ ସମୟରେ ସାରା ରାଜ୍ୟରେ ଏହା ଲାଗୁ କରାଯିବ। ମୁଖ୍ୟ ସଚିବ ରେଣୁକା କୁମାର ଏନେଇ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିବା କୁହାଯାଇଛି।


All Right Reserved By

ଚିଦାମ୍ବରମ୍‌ ପୃଥିବୀ ଉପରେ ବୋଝ: ପଲାନିସ୍ବାମୀ

ଚେନ୍ନାଇ,୧୩।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ବାମୀ କଂଗ୍ରେସର ବରିଷ୍ଠ ସଦସ୍ୟ ପି. ଚିଦାମ୍ବରମ୍‌ଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଚିଦାମ୍ବରମ୍‌ ପୃଥିବୀ ଉପରେ ଏକ ବୋଝ ବୋଲି...

ମୋଦି ସରକାର ଆସନ୍ତା ୨୫ ବର୍ଷ ପର୍ଯ୍ୟନ୍ତ କେନ୍ଦ୍ରରେ ରହିବେ : ପ୍ରମୋଦ ସାଓ୍ବନ୍ତ

ପଣଜୀ,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ନେଇ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏକ ନିଆରା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୨୫...

ନଦୀବନ୍ଧ ନିରାପତ୍ତା ବିଲ୍‌ ଲୋକ ସଭାରେ ଗୃହୀତ: ରାଜ୍ୟକୁ କ୍ଷମତା ଦେବା ପାଇଁ ବିଜେଡିର ଦାବି

ନୂଆଦିଲ୍ଲୀ,୩ା୮: ଦେଶର ନଦୀବନ୍ଧଗୁଡିକର ଅନୁଧ୍ୟାନ, ପରିଚାଳନା ଆଦି ପାଇଁ ଆନୁଷ୍ଠାନିକ ବ୍ୟବସ୍ଥା ନିମନ୍ତେ ନଦୀବନ୍ଧ ନିରାପତ୍ତା ବିଲ୍‌ ଶୁକ୍ରବାର ଲୋକ ସଭାରେ ଗୃହୀତ ହୋଇଛି। ଏହାଦ୍ୱାରା...

ଶହୀଦ୍‌ ଦିବସ: ଶ୍ରୀନଗରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର,୧୩।୭: ଶନିବାର ଜମ୍ମୁ-କଶ୍ମୀର ଶହୀଦ୍‌ ଦିବସ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀର ତଥା ଶ୍ରୀନଗରର କେତେକ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।...

ନିୟନ୍ତ୍ରଣ ରେଖାରେ ହାଇ ଆର୍ଲଟ: ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଷଡ଼ଯନ୍ତ୍ର ରଚିଛି ପାକିସ୍ତାନ

ଶ୍ରୀନଗର,୧୮।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ହାଇ ଆର୍ଲଟ ଜାରି ହୋଇଛି। ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ ବାହାନାରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଉଦ୍ୟମ ଜାରି ରଖିଥିବା ଭାରତୀୟ...

କମଲନାଥଙ୍କୁ ଡ୍ରୋନ ପ୍ଲେନ ମାଗିଲେ କମ୍ପ୍ୟୁଟର ବାବା

ଭୋପାଳ,୨୬।୬: ଚଳିତ ବର୍ଷ ଭୋପାଳରେ କମଲନାଥ ସରକାରଙ୍କ ଦ୍ୱାରା ରିଭର ଟ୍ରଷ୍ଟର ଚେୟାରମ୍ୟାନ ଭାବେ ନିଯୁକ୍ତ ହୋଇଥିବା କମ୍ପ୍ୟୁଟର ବାବା ରାଜ୍ୟ ସଚିବାଳୟରେ ଏକ କାର୍ଯ୍ୟାଳୟ...

ବିପଦ ସଙ୍କେତ ଟପିଲା ଗୋଦାବରୀ ଜଳସ୍ତର: ୨୬ ଗାଁ ସହିତ ଯୋଗାଯୋଗ ସମ୍ପର୍କ ବିଚ୍ଛିନ୍ନ

ହାଇଦ୍ରାବାଦ୍‌,୩୧।୭: ଆନ୍ଧ୍ରପ୍ରଦେଶରେ ଗୋଦାବରୀ ନଦୀ ଜଳସ୍ତର ବିପଦ ସଙ୍କେତ ଟପିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷାଯୋଗୁ ବନ୍ୟା ଜଳ ନିକଟବର୍ତ୍ତୀ ଗାଁ ଗୁଡ଼ିକରେ ପ୍ରବେଶ କରିଛି।...

ଯୋଗ ଦିବସରେ ମନ୍ତ୍ରୀଙ୍କୁ ଜୋତା ପିନ୍ଧାଇଲେ ସରକାରୀ କର୍ମଚାରୀ

ଶାହଜହାଁପୁର,୨୧।୬: ଉତ୍ତରପ୍ରଦେଶର ଶାହଜହାଁପୁରରେ ଯୋଗ ଦିବସ ଅବସରରେ କ୍ୟାବିନେଟ ମନ୍ତ୍ରୀ ଲକ୍ଷ୍ମୀ ନାରାୟଣ ଚୌଧୁରୀଙ୍କ ଏକ ଫଟୋ ଭାଇରାଲ ହୋଇଛି। ଜଣେ ସରକାରୀ କର୍ମଚାରୀ ତାଙ୍କୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *