ରାଜ୍ୟରୁ ୨୬୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୯ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟିଟ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୩, ବରଗଡରୁ ୮, ଭଦ୍ରକରୁ ୪, କଟକରୁ ୪୯, ବଲାଙ୍ଗୀରରୁ ୭, ଦେବଗଡରୁ ୩, ଗଞ୍ଜାମରୁ ୩, ଜଗତ୍‌ସିଂପୁରରୁ ୫, ଯାଜପୁରରୁ ୯, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୧, କଡ଼୍ଦମାଳରୁ ୧, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୪, ଖୋର୍ଦ୍ଧାରୁ ୬୬, ମୟରଭଞ୍ଜରୁ ୪, ନବରଙ୍ଗପୁରରୁ ୧୧, ନୟାଗଡରୁ ୧୪, ନୂଆପଡ଼ାରୁ ୩, ପୁରୀରୁ ୬, ରାୟଗଡାରୁ ୧, ସମ୍ବଲପୁରରୁ ୯, ସୋନପୁରରୁ ୪, ସୁନ୍ଦରଗଡରୁ ୨୯ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୫ ଜଣ ଆକ୍ରାନ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ହେବ। କେତେକ...

ରାଜ୍ୟରେ ୧୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର...

ରାଜଧାନୀରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ଏବେ ଧୀରେ ଧୀରେ ବଢୁଛି କରୋନା ସଂକ୍ରମଣ। ଯାହାକୁ ନେଇ ବିଏମ୍‌ସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି...

ଗଜପତି ଗସ୍ତରେ ମୁଖ୍ୟମନ୍ତ୍ରୀ: ବାଣ୍ଟିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ

ଗଜପତି,୪ା୧୦(ଡି.ଏନ୍‌.ଏ.): ଆଜି ଗଜପତି ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି। ଗଜପତିର ୧ ଲକ୍ଷ ୩୭...

ଏହି ୧୪ ଜିଲାରୁ ଫେରିଲେ ରହିବେ କ୍ୱାରାଣ୍ଟାଇନ୍‌ରେ

ରାଉରକେଲା ଅଫିସ/ସୁନ୍ଦରଗଡ଼,୫।୭(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ଲାଗି ରାଉରକେଲା ପ୍ରଶାସନ ତରଫରୁ ନିର୍ଦ୍ଦିଷ୍ଟ ୧୪ଟି ଜିଲାରୁ ଆସୁଥିବା ଲୋକଙ୍କୁ କ୍ୱାରାଣ୍ଟାଇନରେ ରହିବା ବାଧ୍ୟତାମୂଳକ କରାଯାଇଛି। ଏହି...

ବାବୁସାନ ଶ୍ରେଷ୍ଠ ଅଭିନେତା, ଭୂମିକା ଶ୍ରେଷ୍ଠ ଅଭିନେତ୍ରୀ

ପୁରୀ ଅଫିସ, ୯ା୨: ୱିନିଂ ଏବଂ ସ୍ପୋର୍ଟିଂ କ୍ଲବ ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଗୋଲ୍ଡେନ ବିିଚ୍‌ରେ ଦୁଇଦିନିଆ ୧୫ତମ ଓଡ଼ିଆ ଫିଲ୍ମ ଓ ଟିଭି ଆୱାର୍ଡ...

ସଙ୍ଗରୋଧ କେନ୍ଦ୍ରରେ ସନ୍ଦିଗ୍ଧ ଯୁବକଙ୍କ ଆତ୍ମହତ୍ୟା

ସୁନ୍ଦରଗଡ, ୮ା୪(ଡି.ଏନ୍‌.ଏ.): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ବ୍ଲକର ଏକ ସଙ୍ଗରୋଧ କେନ୍ଦ୍ର ପରିସରରେ ଜଣେ କରୋନା ସନ୍ଦିଗ୍ଧ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ହେଲେ...

ଘରୁ ନ ବାହାରିବାକୁ ହାତ ଯୋଡ଼ି ନିବେଦନ କଲା ପୋଲିସ

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ କରାଯାଇଛି। ଘରୁ ନ ବାହାରିବା ନିମନ୍ତେ ଲୋକଙ୍କୁ ଯେତେ ସଚେତନ କରାଯାଉଥିଲେ ମଧ୍ୟଧ୍‌ କେତେଜଣ ଏହାକୁ...

Advertisement
Archives

Model This Week