ରାଜ୍ୟରୁ ୨୬୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୯ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟିଟ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୩, ବରଗଡରୁ ୮, ଭଦ୍ରକରୁ ୪, କଟକରୁ ୪୯, ବଲାଙ୍ଗୀରରୁ ୭, ଦେବଗଡରୁ ୩, ଗଞ୍ଜାମରୁ ୩, ଜଗତ୍‌ସିଂପୁରରୁ ୫, ଯାଜପୁରରୁ ୯, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୧, କଡ଼୍ଦମାଳରୁ ୧, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୪, ଖୋର୍ଦ୍ଧାରୁ ୬୬, ମୟରଭଞ୍ଜରୁ ୪, ନବରଙ୍ଗପୁରରୁ ୧୧, ନୟାଗଡରୁ ୧୪, ନୂଆପଡ଼ାରୁ ୩, ପୁରୀରୁ ୬, ରାୟଗଡାରୁ ୧, ସମ୍ବଲପୁରରୁ ୯, ସୋନପୁରରୁ ୪, ସୁନ୍ଦରଗଡରୁ ୨୯ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୫ ଜଣ ଆକ୍ରାନ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଅବପାତ: ୪ରେ ଉପକୂଳ ଛୁଇଁବ ବାତ୍ୟା

ଭୁବନେଶ୍ୱର,୧।୧୨:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନଠାରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଅବପାତରେ ପରିଣତ ହୋଇଛି। ଏହାପରେ ଅବପାତ ଆହୁରି ଘନୀଭୂତ ହୋଇ...

ଜାହାଜରୁ ସନ୍ଦେହଜନକ ସାମଗ୍ରୀ ଜବତ: କର୍ମଚାରୀ ଆତଙ୍କିତ

ପାରାଦୀପ,୧।୧୨(ଶରତ ରାଉତ):ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ଶୁକ୍ରବାର ଭୋରୁ କିଛି ସନ୍ଦିଗ୍ଧ ସାମଗ୍ରୀ ଜବତ ହୋଇଛି। ମେରାଇନ ପୋଲିସ, କଷ୍ଟମ୍ସ ଓ...

ମର୍ମନ୍ତୁଦ ଦୁର୍ଘଟଣା ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ

କେନ୍ଦୁଝର,୧।୧୨ : କେନ୍ଦୁଝର ଜିଲା ଏନ୍‌ଏଚ୍‌-୨୦ ବାଲିଯୋଡି ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ ଧକ୍କା ଦେବାରୁ...

ପେନ୍‌ସନ୍‌ ପାଇଁ ସରକାରୀ କାର୍ଯ୍ୟାଳୟ ଯିବାକୁ ପଡ଼ିବନି

ଭୁବନେଶ୍ୱର,୧।୧୨(ବନ୍ଦନା ସେଠୀ):ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କ ଦୀର୍ଘଦିନର ଆଶା ପୂରଣ ହେବାକୁ ଯାଉଛି। ଏଣିକି ଅବସର ପରେ ପେନ୍‌ସନ୍‌ ପାଇବା ପାଇଁ ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କୁ ସରକାରୀ...

ଆଇନ ଅମାନ୍ୟ ଆନ୍ଦୋଳନ କରିବ ଭାଜପା

ଭୁବନେଶ୍ୱର, ୧।୧୨ (ବନ୍ଦନା ସେଠୀ):ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ ଡମ୍ଫିଂୟାର୍ଡକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ଦାବିରେ ଭାଜପା ପକ୍ଷରୁ ଜାରି ରହିଥିବା ସତ୍ୟାଗ୍ରହ ଗୁରୁବାର ୩ୟ...

ପାଠପଢ଼ିବା ସହ ଉଦ୍ୟୋଗୀ ହେବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ଦେଲେ ଆହ୍ୱାନ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ରାଉରକେଲା,୩୦।୧୧: ଛାତ୍ରଛାତ୍ରୀମାନେ ପାଠପଢ଼ିବା ସହ ଉଦ୍ୟୋଗୀ ହେବା ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହ୍ୱାନ ଦେଇଛନ୍ତି ।...

ମାର୍ଗଶୀର ପ୍ରଥମ ଗୁରୁବାରରେ ନବରଙ୍ଗପୁରକୁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା।...

୪ ତାରିଖରେ ଉପକୂଳ ଛୁଇଁବ ସମ୍ଭାବ୍ୟ ବାତ୍ୟା! ଜାଣନ୍ତୁ ଓଡ଼ିଶା ଉପରେ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର,୩୦।୧୧: ଆସୁଛି ବାତ୍ୟା ବଢୁଛି ଭୟ। ଆସନ୍ତା ସପ୍ତାହରେ ପୁଣି ଭାରତୀୟ ଉପକୂକଳ ଛୁଇଁବ ବାତ୍ୟା। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri