ଆଜି ରାଜ୍ୟରୁ ୨୬୯୭ ଆକ୍ରାନ୍ତ ଚିହ୍ନଟ, ଶୀର୍ଷରେ ଖୋର୍ଦ୍ଧା

ଭୁବନେଶ୍ୱର,୪ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୬୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୬୨,୧୦୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୬୯୭ ଜଣ ଚିହ୍ନଟ ହୋଇଥିବା ବେଳେ ୧୫୬୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୧୨୯ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୨୯୧ ଏବଂ କଟକରୁ ୧୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୫୫, ବାଲେଶ୍ୱର ୭୩, ବରଗଡ଼ ୫୩, ଭଦ୍ରକ ୪୮, ବଲାଙ୍ଗୀର ୯୮, ବୌଦ୍ଧ ୪୮, ଦେବଗଡ଼ ୩୯, ଢେଙ୍କାନାଳ ୪୦, ଗଜପତି ୫୯, ଗଞ୍ଜାମ ୧୬, ଜଗତସିଂହପୁର ୬୭, ଯାଜପୁର ୧୨୭, ଝାରସୁଗୁଡ଼ା ୩୬, କଳାହାଣ୍ଡି ୯୫, କନ୍ଧମାଳ ୩୪, କେନ୍ଦ୍ରାପଡ଼ା ୪୦, କେନ୍ଦୁଝର ୪୪, କୋରାପୁଟ ୪୧, ମାଲକାନଗିରି ୧୮, ମୟୂରଭଞ୍ଜ ୧୨୮, ନବରଙ୍ଗପୁର ୭୫, ନୟାଗଡ଼ ୯୬, ନୂଆପଡ଼ା ୫୫, ପୁରୀ ୬୩, ରାୟଗଡ଼ା ୮୫, ସମ୍ବଲପୁରରୁ ୮୫ ଏବଂ ସୋନପୁରରୁ ୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୦୮।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୬୨,୧୦୨ରେ ପହଞ୍ଚିଥିବା ବେଳେ ୧୨,୨୨,୮୬୭ ଜଣ ସୁସ୍ଥ ହୋଇଛନ୍ତି। ୩୦,୪୯୩ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri