ରାଜ୍ୟରେ ଆଜି ୨୬୯୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୨୬୯୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨, ୪୬, ୮୩୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୧୫୭୬ ଜଣ ଚିହ୍ନଟ ହୋଇଥିବା ବେଳେ ୧୧୨୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୪୮୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୩୪ ଏବଂ ନୂଆପଡ଼ାରୁ ୧୫୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୧୦୭, ବାଲେଶ୍ୱର ୧୧୫, ବରଗଡ଼ ୮୬, ଭଦ୍ରକ ୬୬, ବଲାଙ୍ଗୀର ୬୨, ବୌଦ୍ଧ ୩୧, ଦେବଗଡ଼ ୧୫, ଢେଙ୍କାନାଳ ୪୫, ଗଜପତି ୮, ଗଞ୍ଜାମ ୪୫, ଜଗତସିଂହପୁର ୬୫, ଯାଜପୁର ୧୧୮, ଝାରସୁଗୁଡ଼ା ୭୭, କଳାହାଣ୍ଡି ୪୫, କନ୍ଧମାଳ ୩୪, କେନ୍ଦ୍ରାପଡ଼ା ୬୯, କେନ୍ଦୁଝର ୭୫, କୋରାପୁଟ ୪୫, ମାଲକାନଗିରି ୪୦, ମୟୂରଭଞ୍ଜ ୧୩୪, ନବରଙ୍ଗପୁର ୫୧, ନୟାଗଡ଼ ୩୮, ପୁରୀ ୬୪, ରାୟଗଡ଼ା ୩, ସମ୍ବଲପୁର ୧୦୭, ସୋନପୁର ୬୯ ଏବଂ ସୁନ୍ଦରଗଡ଼ରୁ ୧୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୬,୮୩୯ରେ ପହଞ୍ଚିଥିବା ବେଳେ ୨,୧୬,୯୮୪ଜଣ ସୁସ୍ଥ ହୋଇଛନ୍ତି। ୨୮,୮୧୧ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?