Posted inଜାତୀୟ

ଏଏନ୍‌-୩୨ ବିମାନ ଦୁର୍ଘଟଣା: ମିଳିଲା ଆଇ ୬ ଜଣଙ୍କ ମୃତ ଶରୀର

ଶିଲଂ,୨୦।୬: ଜୁନ୍‌ ୩ରେ ନିଖୋଜ ପରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଭାରତୀୟ ବାୟୁସେନା ବିମାନ ଏଏନ୍‌-୩୨ରେ ଥିବା ବ୍ୟକ୍ତିଙ୍କ ମଧ୍ୟର ୬ ଜଣଙ୍କ ମୃତ ଶରୀର ମିଳିଥିବା ଜଣାପଡିଛି। ପ୍ରତିରକ୍ଷା ପ୍ରବକ୍ତା ତଥା ଓ୍ବିଙ୍ଗ କମାଣ୍ଡର ରତ୍ନାକର ସିଂ ଗୁରୁବାର ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଅରୁଣାଚଳ ପ୍ରଦେଶରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏଏନ୍‌-୩୨ ବିମାନର ବ୍ଲାକ ବକ୍ସ ମିଳିଥିବା ବେଳେ ଏହା କ୍ରାସ୍‌ ହୋଇ ଯାଇଥିବାରୁ ଦୁର୍ଘଟଣାର କାରଣ ଜାଣିବାକୁ ଆହୁରି ଅଧିକ ସମୟ ଲାଗିବ ବୋଲି ସୋମବାର ପ୍ରକାଶ କରିଥିଲା ଭାରତୀୟ ବାୟୁସେନା। ଏଥିରେ ୧୩ ଜଣ ବ୍ୟକ୍ତି ଥିବା ବେଳେ ଦୁର୍ଘଟଣାରେ ସମସ୍ତଙ୍କ ମୃତ୍ୟୁ ହୋଇଥିଲା।


All Right Reserved By Dharitri.Com

ପରିବା ବିକାଳୀଙ୍କ ପୁଅଙ୍କୁ ବିଧାନସଭା ଉପନିର୍ବାଚନରେ ପ୍ରାର୍ଥୀ କଲା ଭାଜପା

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶ ବିଧାନସଭା ଉପନିର୍ବାଚନରେ ଭାଜପା ପକ୍ଷରୁ ଜଣେ ପରିବା ବିକାଳୀଙ୍କ ପୁଅଙ୍କୁ ପ୍ରାର୍ଥୀ କରାଯାଇଛି। ଘୋସି ବିଧାନସଭା ଆସନରେ ଭାଜପା ପକ୍ଷରୁ ବିଜୟ ରାଜଭରଙ୍କୁ...

ମୋଟରଯାନ ବିଲ୍‌ ରାଜ୍ୟ ସଭାରେ ଗୃହୀତ: ତ୍ରୁଟି ସଂଶୋଧନ ପାଇଁ ଲୋକ ସଭାକୁ ପୁଣି ଯିବ: ଡ୍ରାଇଭିଂ ଲାଇସେନ୍ସ ପାଇଁ ଆଧାର ଜରୁରୀ

ନୂଆଦିଲ୍ଲୀ,୧ା୮(ପି.ଟି.): ସଡ଼କ ନିରାପତ୍ତା ବୃଦ୍ଧି ଲାଗି ଅଣାଯାଇଥିବା ମୋଟରଯାନ (ସଂଶୋଧନ) ବିଲ୍‌ ବୁଧବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ଡ୍ରାଇଭିଂ ଲାଇସେନ୍ସ ପାଇଁ ଏଥିରେ ଆଧାରକୁ...

୪ ଭାରତୀୟ ଧୀବରଙ୍କୁ ଗିରଫ କଲା ଶ୍ରୀଲଙ୍କା

କୋଟ୍ଟାଇପଟ୍ଟିନମ୍‌,୨୦।୮: ଶ୍ରୀଲଙ୍କା ନୌସେନା ପକ୍ଷରୁ ୪ ଭାରତୀୟ ଧୀବରଙ୍କୁ ମଙ୍ଗଳବାର ଗିରଫ କରାଯାଇଛି। ଧୀବରମାନେ ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବା ଅଭିଯୋଗ ହୋଇଛି।...

କାଚ ଖାଇ ବଞ୍ଚୁଛନ୍ତି ଓକିଲ ବାବୁ

ଭୋପାଳ,୧୪।୯: ମଧ୍ୟପ୍ରଦେଶର ଡିଣ୍ଡୋରିରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କାଚ ଖାଉଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ...

ଏନ୍‌ଆର୍‌ସି ବିରୋଧରେ ପ୍ରସ୍ତାବ ଆଣିବେ ମମତା ସରକାର

କୋଲକତା,୪।୯: ଏନ୍‌ଆର୍‌ସି ବିରୋଧରେ ପଶ୍ଚିମବଙ୍ଗ ମମତା ବାନାର୍ଜୀ ସରକାର ଖୁବ୍‌ ଶୀଘ୍ର ଏକ ପ୍ରସ୍ତାବ ଆଣିବାକୁ ଯାଉଛନ୍ତି। ଚଳିତ ସପ୍ତାହରେ ଏହି ପ୍ରସ୍ତାବ ଅଣାଯିବାର ଯୋଜନା...

ସୈନିକ ସ୍କୁଲରେ ନାମ ଲେଖାଇବେ ଛାତ୍ରୀ: ରାଜନାଥ

ନୂଆଦିଲ୍ଲୀ,୧୮।୧୦: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ଘୋଷଣା କରିଛନ୍ତି ଏଣିକି ସୈନିକ ସ୍କୁଲରେ ଛାତ୍ରୀମାନେ ନାମ ଲେଖାଇ ପାରିବେ। ୨୦୨୧-୨୨ ବର୍ଷରେ ଛାତ୍ରୀମାନେ ସୈନିକ...

ସୂତାଖିଅରେ ସରକାର

ବେଙ୍ଗାଲୁରୁ,୧୦ା୭(ପି.ଟି.): କର୍ନାଟକର ଶାସକ କଂଗ୍ରେସ ଓ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ବିଧାୟକମାନେ ଇସ୍ତଫା ଦେବା ପରେ ସୃଷ୍ଟି ହୋଇଥିବା ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି।...

ପ୍ରେମ ବିବାହ କରିବାରୁ ଝିଅର ତଣ୍ଟିଚିପି ହତ୍ୟା କଲେ ପିତା, ଭାଇ

ପଟିଆଲା, ୧୭।୭: ଝିଅ ନିଜ ଇଚ୍ଛାରେ ବିବାହ କରିବାରୁ ପିତା ଏବଂ ଭାଇ ମିଶି ତାଙ୍କ ତଣ୍ଟି ଚିପି ହତ୍ୟା କରିଛନ୍ତି। ହତ୍ୟା ପରେ ମୃତଦେହକୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *