୨୬ ରୁ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା

ଛତ୍ରପୁର,୧୧।୩(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମର ଅଧିଷ୍ଠାତ୍ରୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ନେଇ ସୋମବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ୫ଟି ପାଳି ଯାତ୍ରା ହେବ। ମାର୍ଚ୍ଚ ୨୬ରେ ପ୍ରଥମ ପାଳି, ଏପ୍ରିଲ ୨ରେ ଦ୍ୱିତୀୟ ପାଳି, ୯ରେ ତୃତୀୟ ପାଳି, ୧୬ ତାରିଖରେ ଚତୁର୍ଥ ପାଳି ଓ ଏପ୍ରିଲ ୨୩ରେ ପଞ୍ଚମ ପାଳି ମା’ଙ୍କ ଚୈତ୍ର ମେଳା ଅନୁଷ୍ଠିତ ହେବ । ଏହି ଚୈତ୍ର ମେଳାରେ ବହୁ ଭକ୍ତଙ୍କ ସମାଗମ ହୋଇଥାଏ । ଶାନ୍ତି ଶୃଙ୍ଖଳାରେ କିପରି ଏହି ମେଳା ସମାପନ ହେବ ସେ ନେଇ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଗୁରତ୍ୱ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ସେବା ପାଇଁ ଉଦାହାରଣ ସାଜିଛନ୍ତି ବିପଦର ବନ୍ଧୁ କର୍ମକର୍ତ୍ତା, ରକ୍ତ ଦେବା ସହ ଚିକିତ୍ସା କରି…

ଭଞ୍ଜନଗର,୨୧ା୩(ବାବୁଲା ପ୍ରଧାନ): ବିପଦର ବନ୍ଧୁ ଓଡ଼ିଶା ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ସର୍ବଦା ସେବା ପାଇଁ ଆଗକୁ ଆସନ୍ତି। ସେମାନଙ୍କ ସେବା ଆଗ୍ରହ ଅନେକଙ୍କ ପାଇଁ ବରଦାନ ହେଉଛି।…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri