କାଳବୈଶାଖୀ ପ୍ରଭାବରେ ୨୭ ଘଣ୍ଟା ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ସିଂହପୁର,୭ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହଠାତ୍‌ ପବନ ବୋହିବା ସହିତ ମୂଷଳ ଧାରାରେ ଏକଘଣ୍ଟା ବର୍ଷା ହୋଇଥିଲା। ଝଡ଼ବର୍ଷା ସାଙ୍ଗକୁ ବଜ୍ରପାତ ଲୋକଙ୍କ ମନରେ ଭୟ ସଞ୍ଚାର କରିଥିଲା। ତେବେ ଝଡ଼ବର୍ଷା ପ୍ରଭାବରେ ବଡ଼ଧରଣର ଦୁର୍ଘଟଣାର ଖବର ମିଳି ନ ଥିଲେ ମଧ୍ୟ ବିଭିନ୍ନ ସ୍ଥାନରେ ଗଛଡ଼ାଳ ଭାଙ୍ଗି ରାସ୍ତା ଅବରୋଧ ହୋଇଥିଲା। କେତେକ ସ୍ଥାନରେ ଚାଳ ଛପର ଉଡ଼ିଜିବା ସହ ଗଛଡ଼ାଳ ଭାଙ୍ଗି ଆଂଶିକ କ୍ଷୟକ୍ଷତି ଘଟିଛି। ଝଡ଼ବର୍ଷା ମାଡ଼ରେ ପନିପରିବା ଫସଲ ଅଧିକ କ୍ଷତିଗ୍ରସ୍ତ ହୋଇଛି। ଅନ୍ୟପକ୍ଷେ ଝଡ଼ବର୍ଷା ଯୋଗୁ ଗୁରୁବାର ଅପରାହ୍ନଠାରୁ ଶୁକ୍ରବାର ରାତି ୮ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ରହିଥିଲା। ଫଳରେ ୨୭ ଘଣ୍ଟା ଧରି ଅଞ୍ଚଳବାସୀ ଅନ୍ଧାରରେ ରହିଥିଲେ। ତେବେ ବିଦ୍ୟୁତ ବିଭାଗ କର୍ମଚାରୀଙ୍କ ବେପରୁଆ ମନୋଭାବ ଯୋଗୁ ଦୀର୍ଘ ସମୟ ବିଦ୍ୟୁତ୍‌ ସେବା ବିଛିନ୍ନ ରହିଥିବା ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାନ୍ତ ଗାଁ ଗାଙ୍ଗିଯୋଡ଼ିକୁ ଅବହେଳାର ଅନ୍ତ ନାହିଁ: ଘର ଅନୁଗୋଳ, ସ୍କୁଲ ଢେଙ୍କାନାଳ

ବଅଁରପାଳ, ୭।୬ (ଉପେନ୍ଦ୍ର ରାଉତ)- ସଭିଏଁ ପଢ଼ିବେ। ସେଥିପାଇଁ ସ୍କୁଲ ଶିକ୍ଷାକୁ ବାଧ୍ୟତାମୂଳକ କରିଛନ୍ତି ସରକାର। କିନ୍ତୁ ଶିକ୍ଷାନୁଷ୍ଠାନଟିଏ ନ ଥିଲେ କେମିତି ଏହା ସମ୍ଭବ...

ଦାରିଙ୍ଗବାଡିକୁ ଫେରିଲା ଶୀତ

ଦାରିଙ୍ଗବାଡି,୧୯।୧୨(ଡି.ଏନ.ଏ.): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣି ଶୀତ ଫେରିଛି। ସୋମବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ମ ତାପମାତ୍ରା ୯ ଡିଗ୍ରୀ...

ବାରିପଦା ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ, ୨ ଅଣଓଡ଼ିଆ ଗିରଫ

ବାରିପଦା ଅଫିସ,୧୪।୯: ବାରିପଦା ବସ୍‌ଷ୍ଟାଣ୍ଡରୁ ବାରିପଦା ଟାଉନ ଥାନା ପୋଲିସ ଶନିବାର ୧୫ କେଜି ଗଞ୍ଜେଇ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୨ ଅଣ...

ବୋହୂ ହତ୍ୟା ମାମଲାରେ ଜେଲ ଗଲେ ସ୍ବାମୀ, ଶ୍ୱଶୁର 

ରୂପ୍‌ସା,୧୩।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ  ଅଧୀନ ଜହତା କୂଳ ଗ୍ରାମର ବିଜୟ ନାୟକଙ୍କ ସ୍ତ୍ରୀ ହରପ୍ରିୟା ନାୟକ(୨୨)ଙ୍କୁ ହତ୍ୟା ମାମଲାରେ...

ଷ୍ଟ୍ରଙ୍ଗ୍‌ରୁମ୍‌ରେ ଓଟିଇଟି ପ୍ରଶ୍ନପତ୍ର,ବାହାରେ ଘୂରି ବୁଲୁଛି ଉତ୍ତର ସିଟ୍‌

ମାଲକାନଗିରି,୨୯ା୮(ଡି.ଏନ୍‌.ଏ.): ସାରା ରାଜ୍ୟରେ ସୋମବାର ଶିକ୍ଷକଙ୍କ ଓଟିଇଟି ପରୀକ୍ଷା ହେଇଥିବା ବେଳେ ମାଲକାନଗିରି ଜିଲାରେ ମଧ୍ୟ ୩ଟି ସେଣ୍ଟର୍‌ରେ ପରୀକ୍ଷା ହେଉଛି। ତେବେ ପରୀକ୍ଷା ଆରମ୍ଭ...

ବିଦ୍ୟୁତ୍‌ ଆଘାତରେ ଦନ୍ତାହାତୀର ଜୀବନ ଗଲା

ଭଞ୍ଜନଗର,୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଲାଠିପଡ଼ା ବିଟ୍‌ ଢଉପଲ୍ଲୀ କାଜୁ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି।...

ହୃଦ୍‌ଘାତରେ ପ୍ରିଜାଇଡିଂ ଅଫିସରଙ୍କ ମୃତ୍ୟୁ

ବଇଣ୍ଡା,୧୬ା୨(ଡି.ଏନ.ଏ.): ଅନୁଗୋଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ପାଇଁ ପ୍ରିଜାଇଡିଂ ଅଫିସର ନିଯୁକ୍ତ ହୋଇଥିବା ଜଣେ ଶିକ୍ଷକଙ୍କ ମଙ୍ଗଳବାର...

ମଦ ଧରି ପୋଲିସ ଜିମା ଦେଲେ ଗ୍ରାମବାସୀ

ଖଇରା,୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ କଇଥଗଡିଆ ଗ୍ରାମରେ ଦେଶୀମଦ କାରବାର ଦିନକୁ ଦିନ ବଢି ଚାଲିଛି। ସରପଞ୍ଚ ଗୋବର୍ଦ୍ଧନ ପାଇକରାୟ, ପୂର୍ବତନ ସରପଞ୍ଚ ବଳରାମ...

Advertisement
Archives

Model This Week