୨୭ ଶାଳଗଣ୍ଡି ଜବତ

କାମାକ୍ଷାନଗର, ୪ା୭(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ୍‌ ମୁକ୍ତାପଶି ଫରେଷ୍ଟ ସେକ୍ସନ୍‌ର କଙ୍କିଳି ବିଟ୍‌ ଜରିତଇଲା ସାହି ନିକଟରୁ ରବିବାର ୨୭ଟି ଶାଳଗଣ୍ଡି ଜବତ କରାଯାଇଛି। ସମ୍ପୃକ୍ତ ଅଞ୍ଚଳର କେତେଜଣ ବ୍ୟକ୍ତି ନିକଟ ଜଙ୍ଗଲରୁ କାଠ କାଟି ମାଫିଆଙ୍କୁ ବିକ୍ରି କରୁଥିଲେ। ସୂଚନା ପାଇ ଅଞ୍ଚଳର ଗଣମାଧ୍ୟମ ପ୍ରତିନିଧି ଘଟଣାସ୍ଥଳକୁ ଯାଇ ଜିଲା ବନଖଣ୍ଡ ଅଧିକାରୀ(ଡିଏଫ୍‌ଓ)ଙ୍କୁ ଅବଗତ କରାଇଥିଲେ। ଡିଏଫ୍‌ଓଙ୍କ ନିର୍ଦ୍ଦେଶରେ ସ୍ଥାନୀୟ ବନ କର୍ମଚାରୀ ଚଢ଼ାଉ କରି କାଠ ଜବତ କରିଥିଲେ। ଏହି ଘଟଣାରେ କାହାରିକୁ ଗିରଫ କରାଯାଇନାହିଁ। ଦୀର୍ଘଦିନ ହେଲା ଅଞ୍ଚଳରୁ ମୂଲ୍ୟବାନ କାଠ ଚୋରା ଚାଲାଣ ହେଉଛି। ଏଥିରେ ବନ ବିଭାଗର କେତେଜଣ କର୍ମଚାରୀଙ୍କ ହାତ ରହିଥିବା ସ୍ଥାନୀୟ ବୁଦ୍ଧିଜୀବୀ ଅଭିଯୋଗ କରିଛନ୍ତି। ଏ ଦିଗରେ ଜିଲା ବନ ବିଭାଗ ପଦକ୍ଷେପ ନେବାକୁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri