୨୭ରୁ ନବମ ଶ୍ରେଣୀ ଏସଏ-୧ ପରୀକ୍ଷା

ବୈଶିଙ୍ଗା,୨୫ା୧୦(ଡି.ଏନ.ଏ.):ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଞ୍ଚଳରେ ଚଳିତ ମାସ ୨୭ ତାରିଖଠାରୁ ପ୍ରଥମ ଥର ପାଇଁ ନବମ ଶ୍ରେଣୀ ନିମନ୍ତେ ବୋର୍ଡ ଦ୍ୱାରା ପରିଚାଳିତ ଏସ୍‌ଏ-୧ ପରୀକ୍ଷା ଆରମ୍ଭ ହେବ। ନୂତନ ବ୍ୟବସ୍ଥାରେ ପରିଚାଳିତ ହେବାକୁ ଥିବା ଏହି ପରୀକ୍ଷା ନଭେମ୍ବର ୨ ତାରିଖରେ ସରିବ ବୋଲି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ସୂଚୀ ପ୍ରକାଶିତ ହୋଇଛି। ଏହା ବୋର୍ଡ ଦ୍ୱାରା ପରିଚାଳିତ ହେଉଥିବାରୁ ସମସ୍ତ ଛାତ୍ରୀଛାତ୍ର ଉକ୍ତ ପରୀକ୍ଷାରେ ନିଶ୍ଚିତ ଭାବରେ ଅଂଶଗ୍ରହଣ କରିବାପାଇଁ ଜିଲା ଓଷ୍ଟା ଶିକ୍ଷକ ସଂଘର ଯୁଗ୍ମ ସମ୍ପାଦକ କିଶୋର କୁମାର ଆଚାର୍ଯ୍ୟ ପରାମର୍ଶ ଦେଇଛନ୍ତି।
ପ୍ରଶ୍ନ ପତ୍ର ପରିଚାଳନା ପାଇଁ ବେତନଟୀ ସ୍ଥିତ ଏମ୍‌ପିସି ଉଚ୍ଚ ବିଦ୍ୟାଳୟ ଓ ବୈଶିଙ୍ଗା ସ୍ଥିତ ମୁନିଲାଲ ଉଚ୍ଚ ବିଦ୍ୟାଳୟକୁ ନୋଡାଲ ସେଣ୍ଟର ଭାବେ ଚୟନ କରାଯାଇଛି। ବ୍ଲକରେ ଥିବା ସମସ୍ତ ଉଚ୍ଚ ବିଦ୍ୟାଳୟକୁ ଏହି ଦୁଇ ବିଦ୍ୟାଳୟରୁ ପ୍ରଶ୍ନ ପତ୍ର ପଠାଯିବ। ସେହିପରି ବ୍ଲକରେ ମୋଟ ୧୨ଟି ନିଉଟ୍ରାଲ ବିଦ୍ୟାଳୟ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri