Posted inରାଜ୍ୟ

ସୁସ୍ଥ ହେଲେ ୨୭୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୧: ଓଡ଼ିଶାରେ ବୁଧବାର ୨୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୦,୩୨୧ରେ ପହଞ୍ଚିଛି। ସମ୍ବଲପୁରରୁ ସର୍ବାଧିକ ୩୭ ଜଣ ସୁସ୍ଥ ହୋଇଥିବାପଳେ ଅନୁଗୁଳରୁ ୨୮, ବରଗଡ଼ରୁ ୨୩, ପୁରୀରୁ ୨୦, ଝାରୁସୁଗଡ଼ାରୁ ୧୭, ସୁନ୍ଦରଗଡ଼ରୁ ୧୪, ଗଜପତି, ଯାଜପୁର, କନ୍ଧମାଳ ଓ ଖୋର୍ଦ୍ଧାରୁ ୧୦, ବାଲେଶ୍ୱର, କରୋପୁଟ, ମୟୁରଭଞ୍ଜ ଓ ରାୟାଗଡ଼ାରୁ ୯, ବଲାଙ୍ଗୀର ଓ କଳାହାଣ୍ଡିରୁ ୮, କଟକ, କେନ୍ଦ୍ରାପଡ଼ା ଓ ନୂଆପଡ଼ାରୁ ୫, ମାଲଙ୍କାନଗିରି ଓ ସୋନପୁରରୁ ୪, ଭଦ୍ରକ, ଦେଓଗଡ଼ ଓ ଜଗତ୍‌ସିଂହପୁର ୩, ଗଞ୍ଜାମ୨, ବୌଦ୍ଧ, କେନ୍ଦୁଝର ଓ ନୟାଗଡ଼ରୁ ୧ ଏବଂ ଷ୍ଟେଟ୍‌ ପୁଲରୁ ୨ ଜଣ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri