ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୭୦ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୯ ହଜାର ୮୬୭ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୨୪ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨,ବାଲେଶ୍ୱରରୁ ୪, ଭଦ୍ରକରୁ ୧, ବଲାଙ୍ଗୀରରୁ ୩, କଟକରୁ ୧୬, ଢେଙ୍କାନାଳରୁ ୨୦, ଗଞ୍ଜାମରୁ ୪, ଜଗତସିଂହପୁରରୁ ୧, ଯାଜପୁରରୁ ୧୦, ଝାରସୁଗୁଡାରୁ ୯, କେନ୍ଦ୍ରାପଡାରୁ ୫, କେନ୍ଦୁଝରରୁ ୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୧୦, ନବରଙ୍ଗପୁରରୁ ୧, ନୟାଗଡରୁ ୨, ପୁରୀରୁ ୫, ସମ୍ବଲପୁରରୁ ୭, ସୁନ୍ଦରଗଡରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୩୦ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri