ନିର୍ବାଚନ ସମୟରେ ଓଡ଼ିଶାରୁ ଜବତ ହେଲାଣି ୨୭୦କୋଟି

ଭୁବନେଶ୍ୱର,୩୦।୫: ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ତେବେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ଶେଷ ହୋଇଛି। ତେବେ ମାର୍ଚ୍ଚ ପହିଲାରୁ ଆଜି ସୁଦ୍ଧା ରାଜ୍ୟରେ ମୋଟ ୨୭୦କୋଟି ଟଙ୍କାର ବିଭିନ୍ନ ସାମଗ୍ରୀକୁ ବିଭିନ୍ନ ଏନଫୋର୍ସମେଣ୍ଟ ଏଜେନ୍ସି ଜବତ କରିଛନ୍ତି । ଏଥିରେ ୨୦.୮୦କୋଟି ନଗଦ ଟଙ୍କା, ୪୦.୭୫କୋଟି ଟଙ୍କାର ମଦ, ୭୭.୯୯କୋଟି ଟଙ୍କାର ନିଶାସାମଗ୍ରୀ ଓ ମାଦକଦ୍ରବ୍ୟ, ୧୪.୭୪କୋଟି ଟଙ୍କାର ସୁନା ଆଦି ସମେତ ମୂଲ୍ୟବାନ ଧାତୁ ଓ ୧୪୧.୫୭କୋଟି ଟଙ୍କାର ମାଗଣା ସାମଗ୍ରୀ ଓ ଅନ୍ୟାନ୍ୟ ସାମଗ୍ରୀ ରହିଛି । ନିର୍ବାଚନ ସମୟରେ ଏତେ ପରିମାଣରେ ଟଙ୍କା ଓ ବିଭିନ୍ନ ସାମଗ୍ରୀ ପରିମାଣ ଜବତ ହେବା ଓଡ଼ିଶାରେ ପ୍ରଥମ ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri