ଭିଜିଲାନ୍ସ ଜାଲରେ ୨୭୦ ସରକାରୀ ଓ ଚୁକ୍ତିଭିତ୍ତିକ କର୍ମଚାରୀ

ଭୁବନେଶ୍ୱର,୧।୧୨: ୨୭୦ ସରକାରୀ ଓ ଚୁକ୍ତିଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି। ଗତବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର ୨୧ ଯାଏଁ ୨୭୦ ଗିରଫ ହୋଇଛନ୍ତି। ୩୧ ସରକାରୀ ଅଧିକାରୀଙ୍କ ଉପରେ ଏକାଧିକ ଥର କାର୍ଯ୍ୟାନୁଷ୍ଠାନ ହୋଇଛି। ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି ୧୮୭ ସରକାରୀ କର୍ମଚାରୀ। ଦଣ୍ଡିତ ପରେ ଚାକିରିରୁ ବରଖାସ୍ତ ହୋଇଛନ୍ତି ୩୪ । ୬୫ ସରକାରୀ କର୍ମଚାରୀଙ୍କ ପେନ୍ସନ ବନ୍ଦ ହୋଇଛି।

Dharitri – Odisha’s No.1 Odia Daily

Share