୨୭ଶହ ବର୍ଷ ତଳେ ବିୟର ପିଉଥିଲେ ମଣିଷ

ଓ୍ବାଶିଂଟନ,୧୪।୧୦: ବିୟର ଓ ପନିର ପ୍ରତି ମଣିଷର ଭଲ ପାଇବା ବହୁ ପୁରୁଣା। ବୈଜ୍ଞାନିକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ୨୭୦୦ ବର୍ଷ ତଳେ ଅଷ୍ଟ୍ରିଆର ଲୁଣ ଖାଦାନରେ କାମ କରୁଥିବା କର୍ମୀମାନେ ବିୟର ଓ ପନିରର ମଜା ନେଉଥିଲେ।

ଅଷ୍ଟ୍ରିଆନ୍‌ ପର୍ବତମାଳାରେ ଥିବା ହଲଷ୍ଟେଟ୍‌ ମାଇନରୁ ମଣିଷଙ୍କ ମଳ ମିଳିଥିଲା। ଏହାର ସାମ୍ପୁଲକୁ ବିଶ୍ଲେଷଣ କରିଥିଲେ ବୈଜ୍ଞାନିକମାନେ। ଏହାର ଅଧ୍ୟୟନ ସମ୍ପର୍କରେ କରେଣ୍ଟ ବାୟୋଲୋଜିରେ ବୁଧବାର ପ୍ରକାଶ ପାଇଛି।

ରିପୋର୍ଟର ମୁଖ୍ୟ ଲେଖକ ଥିବା ମାଇକ୍ରୋ ବାୟୋଲୋଜିଷ୍ଟ ଫ୍ରାଙ୍କ ମ୍ୟାକ୍ସନର କହିଛନ୍ତି, ପରୀକ୍ଷାରୁ ଜଣାପଡ଼ିଲା ଲୁଣ ଖାଦାନରେ ୨୭୦୦ ବର୍ଷ ଧରି ମଣିଷ ମଳର ଏକ ଧାର୍ଯ୍ୟ ତାପମାତ୍ରା ୪୬ ଫାରାନାଇଟ୍‌ରେ ଥିଲା। ଏଥିଯୋଗୁ ଦୀର୍ଘ ବର୍ଷ ଧରି ଏହା ସଂରକ୍ଷିତ ରହିଥିଲା। ଅନୁସନ୍ଧାନକାରୀଙ୍କୁ ମିଳିଥିଲା ୪ଟି ସାମ୍ପୁଲ। ଗୋଟିଏ ବ୍ରୋଞ୍ଜ ଯୁଗ, ଦୁଇଟି ଆଇରନ ଯୁଗ ଓ ଗୋଟିଏ ୧୮ଶ ଶତାବ୍ଦୀର ଥିଲା। ସେମାନଙ୍କ ମଧ୍ୟରୁ ଗୋଟିଏ ୨୭୦୦ ବର୍ଷ ତଳର। ସେଥିରୁ ମିଳିଥିଲା ଦୁଇ ଫୁଙ୍ଗି, ପେନ୍ସିଲିୟମ, ସାକରୋମିସେସ୍‌ ଭଳି ମଲିକ୍ୟୁଲ। ଏଥରୁ କିଛି ଖାଦ୍ୟର ପ୍ରକ୍ରିୟାକରଣରେ ବ୍ୟବହାର ହୁଏ। ଏହାର ଅର୍ଥ ସେମାନେ ମଦର ପ୍ରକ୍ରିୟାକରଣ ଜାଣିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri