ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ

ଟିଟଲାଗଡ଼,୨୦।୬(ଡି.ଏନ୍‌.ଏ.): ବଲାଙ୍ଗିର ଜିଲା ଟିଟଲାଗଡ଼ ବ୍ଲକ ଅନ୍ତର୍ଗତ ବାଗଡ଼େର ଗାମର ରାସ୍ତାକଡରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଘଣ୍ଟବାହାଲି ଗ୍ରାମର ରାଜେନ୍ଦ୍ର ଛତର। ସେ ବୁଧବାର ସନ୍ଧ୍ୟାରୁ ବାଇକ୍‌ରେ ଘରୁ ବାହାରି ଆଉ ଫେରି ନ ଥିଲେ। ପରିବାରଲୋକେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିବା ବେଳେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


All Right Reserved By Dharitri.Com

ପରିବେଶ ସନ୍ତୁଳନ ପାଇଁ ବୃକ୍ଷରୋପଣ ଜରୁରୀ

ଲୋଇସିଂହା,୧୩।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ୭୦ତମ ବନ ମହୋସତ୍ବ ଶନିବାର ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ପ୍ରଧାନ...

ନିର୍ଣ୍ଣାୟକ ଲଢ଼େଇ ନେଇ ଶ୍ରମିକଙ୍କ ପ୍ରସ୍ତୁତି

ରାଉରକେଲା ଅଫିସ,୧୪।୭ – ସୁନ୍ଦରଗଡ଼ ଜିଲାର ଅନ୍ୟତମ ପ୍ରମୁଖ ଘରୋଇ ଶିଳ୍ପ କାରଖାନା ଆଧୁନିକ ମେଟାଲିକ୍ସର ଭବିଷ୍ୟତ ନେଇ ଆଶଙ୍କା ସୃଷ୍ଟି ହୋଇଛି। କାରଖାନାରେ ଏବେ...

ସ୍ବାସ୍ଥ୍ୟକେନ୍ଦ୍ର ଛାତରୁ କଙ୍କ୍ରିଟ ଖସିଲା

ଲାଠୋର, ୨୫ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ କଙ୍କ୍ରିଟ ଟୁକୁଡା ଖସି ପଡିଛି। ଶନିବାର ସକାଳ ୭ଟାରେ କର୍ମଚାରୀମାନେ...

ସମ୍ବଲପୁରରେ ୩୦ରୁ ୩ ଶିକ୍ଷାନୁଷ୍ଠାନକୁ ଅଗ୍ନିଶମ ବିଭାଗର ନୋଟିସ୍‌

ସମ୍ବଲପୁର,୨୭ା୫ (ବ୍ୟୁରୋ): ଗୁଜରାଟ ସୁରଟରେ ଏକ କୋଚିଂ ସେଣ୍ଟରରେ ନିଆଁ ଲାଗି ୨୦ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ଦେଶ ଓ...

ଗଡିଲା ସଚେତନତା ରଥ: ପିଏମ୍‌ଏଫବିୱାଇ ସମ୍ପର୍କରେ ଚାଷୀ ହେବେ ସଚେତନ

ସୋନପୁର,୩।୭(ନି.ପ୍ର.): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌ଏଫବିୱାଇ)ରେ ଚଳିତ ଖରିଫ ଋତୁ ସକାଶେ ଚାଷୀ ବୀମାଭୁକ୍ତ ହେବା ପାଇଁ ଅନ୍ତିମ ତାରିଖ ଜୁଲାଇ ମାସ ୧୧ ତାରିଖ।...

ଦୁଇ ପୃଥକ ଅପହରଣ ମାମଲା: ୪ ଗିରଫ

ଭବାନୀପାଟଣା, ୩୧।୫ (ଡି.ଏନ୍‌.ଏ.): ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ଦୁଇଟି ଅପହରଣ ମାମଲାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଭବାନୀପାଟଣା ସହରରେ ଗତ...

ଷ୍ଟ୍ରଙ୍ଗ ରୁମ୍‌ରେ ନିଆଁ, ଭୋଟ ଗଣତି ସାମୟିକ ସ୍ଥଗିତ

ସୁନ୍ଦରଗଡ଼,୨୩।୫: ସୁନ୍ଦରଗଡ଼ ମାଦ୍ରିକାଲ ଭବନଠାରେ ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ଚାଲିଥିବା ଭୋଟ ଗଣତି କେନ୍ଦ୍ର ନିକଟ ଷ୍ଟ୍ରଙ୍ଗ ରୁମ୍‌ରେ ଗୁରୁବାର ଅପରାହ୍ନ ୧ଟାରେ ଶର୍ଟ...

ବିଧାୟକ ଭାବେ ଶପଥ ନେବାପରେ ପାଟଣାଗଡ଼ ଫେରିଲେ ସରୋଜ ମେହେର: ଭବ୍ୟ ସମ୍ବର୍ଦ୍ଧନା ଜଣାଇଲେ ଅଞ୍ଚଳବାସୀ

ପାଟଣାଗଡ଼୨।୬(ଡି.ଏନ.ଏ.): ପାଟଣାଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ନବ ନିର୍ବାଚିତ ବିଧାୟକ ସରୋଜ ମେହେରଙ୍କୁ ରବିବାର ପାଟଣାଗଡ଼ ବିଜୁ ଜନତା ଦଳ ତଥା ଜନସାଧାରଣଙ୍କ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା...

Leave a comment

Your email address will not be published. Required fields are marked *