ବଜ୍ରପାତରେ ଚାଷୀଙ୍କ ଜୀବନ ଗଲା

କାକଟପୁର,୨୦ା୬(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁର ବ୍ଲକ ଲତାହରଣ ଗ୍ରାମରେ ଗୁରୁବାର ବଜ୍ରପାତ ଘଟି ଚାଷୀ ବାବାଜୀ ସାହୁ (୫୬)ଙ୍କ ଜୀବନ ଯାଇଛି। ମୃତ ବାବାଜୀ ନିଜ ବିଲକୁ ଆଜି ପୂର୍ବାହ୍ନରେ ଯାଇଥିଲେ। ହଠାତ୍‌ ବଜ୍ରପାତ ହେବାରୁ ସେ ଘଟଣାସ୍ଥଳରେ ଅଚେତ ହୋଇପଡ଼ିଥିଲେ। ପରିବାର ଲୋକେ ପ୍ରଥମେ ତାଙ୍କୁ କାକଟପୁର ଏବଂ ପରେ ଚାରିଛକ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ବାବାଜୀ ଅତ୍ୟନ୍ତ ଗରିବ ଚାଷୀ ହୋଇଥିବାରୁ ତାଙ୍କ ପରିବାରକୁ ସହାୟତା ପ୍ରଦାନ ପାଇଁ ସମାଜସେବୀ ଅଭୟ ସେଠୀ ପୁରୀ ଜିଲାପାଳଙ୍କଠାରେ ଦାବି କରିଛନ୍ତି।


All Right Reserved By

ଆଜି ଓଡ଼ିଶା ପହଞ୍ଚିବେ ଜଗା-କାଳିଆ

ଭୁବନେଶ୍ୱର/ କଟକ ଅଫିସ୍‌, ୭ା୯(ବ୍ୟୁରୋ): କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡ଼ିଶା ପହଞ୍ଚିବେ। ଶୁକ୍ରବାର ଜଗା-କାଳିଆଙ୍କୁୁ ଦିଲ୍ଲୀ ଏମ୍ସରୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ...

ରଥଚକ ତଳେ ପଡି ବାଳକଙ୍କ ମୃତ୍ୟୁ ଘଟଣା: ସରକାରଙ୍କଠାରୁ ୫, ଦେବୋତ୍ତର ବିଭାଗ ପକ୍ଷରୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରତିଶ୍ରୁତି ମିଳିବା ପରେ ହଟିଲା ରାସ୍ତାରୋକୋ

ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ଜିଲା ବାଣପୁର ସହରାଞ୍ଚଳର ପଲଟନ ପଡିଆସ୍ଥିତ ବଡହନ୍ତୁଆଡର ଚରଣ ଚକାଦେବଙ୍କ ରଥ ଚକା ତଳେ ପଡି ଅକ୍ଷୟ ପାତ୍ରଙ୍କ ପୁଅ ସୁନୀଲ...

୮୭୧ ବର୍ଷ ଧରି ପୂଜା ପାଉଛନ୍ତି ମହାପ୍ରଭୁ

୧୧୪୮ ମସିହା ପୂର୍ବରୁ ମହାପ୍ରଭୁ ଉପାସିତ ହେଉଥିଲେ ଶାସଙ୍ଗ ଗ୍ରାମରେ। ବାଲେଶ୍ୱର ସହରଠାରୁ ୪ କୋଶ ଦୂରରେ ଇଟା ନିର୍ମିତ ମନ୍ଦିରରେ ପୂଜା ଆରମ୍ଭ କରିଥିଲେ...

କାକଟପୁରରେ ବିଜେଡି ଆଗୁଆ

କାକଟପୁର, ୨୩।୫(ଡି.ଏନ୍‌.ଏ.)-ଜଗତସିଂପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାକଟପୁର ବିଧାନସଭାରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ତୁଷାରକାନ୍ତି ବେହେରା ୯୦୫୫ ଭୋଟ ପାଇ ଆଗୁଆ...

‘କାଳିଆ’ ଲାଗି ବ୍ୟୟବରାଦ ବଢ଼ିଲା, ଉପକୃତ ହେବେ ୩୨.୩୪ଲକ୍ଷ କୃଷକ ପରିବାର

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟ ସରକାର ‘କାଳିଆ’ ଯୋଜନା ଲାଗି ଅଧିକ ବ୍ୟୟବରାଦ କରିଛନ୍ତି।  ଯୋଜନା ଲାଗି ଅଧିକ ୩୨୩୪ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଏହାଫଳରେ ୩୨.୩୪...

୨୧ ଅକ୍ଟୋବରରେ ବିଜେପୁର ଉପନିର୍ବାଚନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୨୧ରେ ଏଠାରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏ ନେଇ ସେପ୍ଟେମ୍ବର...

ଏଣିକି ଅନ୍‌ଲାଇନ୍‌ରେ ହେବ ଓଟିଇଟି: ୧୫ରୁ ଫର୍ମ ପୂରଣ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଏଣିକି ଅନ୍‌ଲାଇନ୍‌ରେ ହେବ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)। ପଶ୍ନପତ୍ର ଲିକ୍‌ ଯୋଗୁ ଓଟିଇଟି ବାତିଲ ହେବା ପରେ ବୋର୍ଡ ପକ୍ଷରୁ ଏପରି...

ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

ନୂଆଦିଲ୍ଲୀ,୨୮।୩: ଲୋକ ସଭା ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହେବାର ପ୍ରାୟ ୩ ସପ୍ତାହ ମଧ୍ୟରେ ନିର୍ବାଚନ କମିଶନ(ଇସି)ଙ୍କ ଦ୍ୱାରା ୬୧୩. ୧୭୬ କୋଟି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *