ବଢି ଚାଲିଛି କରୋନା ସଂକ୍ରମଣ,ରାଜ୍ୟରେ ୨୭୦୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୦୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୭୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୨୪ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୬୨ ହଜାର ୪୭୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୫୬ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୭, ବାଲେଶ୍ୱରରୁ ୭୩, ବରଗଡରୁ ୭୫, ଭଦ୍ରକରୁ ୫, ବଲାଙ୍ଗୀରରୁ ୫୪ , ବୌଦ୍ଧରୁ ୭, କଟକରୁ ୧୯୧, ଦେବଗଡରୁ ୩୭, ଢେଙ୍କାନାଳରୁ ୩, ଗଜପତିରୁ ୯, ଗଞ୍ଜାମରୁ ୨୭, ଜଗତ୍‌ସିଂହପୁରରୁ ୧୩, ଯାଜପୁରରୁ ୭୮, ଝାରସୁଗୁଡାରୁ ୧୦୬, କଳାହାଣ୍ଡିରୁ ୧୩, କନ୍ଧମାଳରୁ ୩, କେନ୍ଦ୍ରାପଡାରୁ ୬, କେନ୍ଦୁଝରରୁ ୩୩, କୋରାପୁଟରୁ ୧୯, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୪୨, ନବରଙ୍ଗପୁରରୁ ୨୯, ନୟାଗଡରୁ ୬, ନୂଆପଡାରୁ ୧୦, ପୁରୀରୁ ୫୪, ରାୟଗଡାରୁ ୧୦ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୧୭୯, ସୋନପୁରରୁ ୧୦, ସୁନ୍ଦରଗଡରୁ ୪୫୪ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୨୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri