Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୨୭୧ କରେନା ସଂକ୍ରମିତ

ଭୁବନେଶ୍ୱର,୫ା୧- ରାଜ୍ୟରେ ମଙ୍ଗଳବାର ୨୭୧ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏଥି ଯୋଗୁ ରାଜ୍ୟରେ କରୋନରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ମୋଟ ୩,୨୬, ୭୭୮ରେ ପହଞ୍ଚିଛି। ସୁନ୍ଦରଗଡ଼ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୩୩। ସେହିଭଳି କେନ୍ଦ୍ରାପଡ଼ାରୁ ୩୧, ମୟୁରଭଞ୍ଜରୁ ୨୪, ବଲାଙ୍ଗୀରରୁ ୨୧, ଅନୁଗୁଳରୁ ୨୦, ସମ୍ବଲପୁରରୁ ୧୯, ଝାରୁସୁଗୁଡ଼ାରୁ ୧୮, ବାଲେଶ୍ୱର, କଟକ ଓ ଯାଜପୁରରୁ ୧୬, ଖୋର୍ଦ୍ଧାରୁ ୧୫, ବରଗଡ଼ ଓ କେନ୍ଦୁଝରରୁ ୯, ନୂଆପଡ଼ାରୁ ୪, ଢ଼େଙ୍କାନାଳ, ଗଞ୍ଜାମ, ନବରଙ୍ଗପୁର, ନୟାଗଡ଼ ଓ ରାୟାଗଡ଼ରୁ ୨, ଭଦ୍ରକ, ଜଗତ୍‌ସିଂହପୁର ଓ ସୋନପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଥିବାବେଳେ ଷ୍ଟେଟ ପୁଲରୁ ୭ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ରେଳ ଷ୍ଟେଶନ ଖାଁ ଖାଁ

କଟକ ଅଫିସ,୨୨।୩: ଜନତା କର୍ଫ୍ୟୁର ପ୍ରଭାବ ରବିବାର କଟକ ରେଳ ଷ୍ଟେଶନରେ ଦେଖିବାକୁ ମିଳିଛି। ଟ୍ରେନ ଚଳାଚଳ ବାତିଲ ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା। ଏଣୁ...

ହେଟାବାଘ ଆକ୍ରମଣରେ ୧୯ ଛେଳି ମୃତ

ରଣପୁର,୨୯।୮(ସ୍ବ.ପ୍ର.): ରଣପୁର ବ୍ଲକ କଙ୍କିଆ ସାଅଁ।ତରାପୁର ଗଁ।ରେ ହେଟାବାଘ ଆତଙ୍କ ଦେଖାଦେଇଛି । ମଙ୍ଗଳବାର ରାତିରେ ହେଟାବାଘ ଆକ୍ରମଣରେ ୧୯ ଛେଳି ମରିଯାଇଥିବାବେଳେ ୪ ଛେଳିକୁ...

ଖରିଫ ଧାନ ସଂଗ୍ରହରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୯। ୧୦(ବ୍ୟୁରୋ): ରାଜ୍ୟରେ ଗତ ୨୦୧୯-୨୦ ଖରିଫ ବିପଣନ ଋତୁରେ ରେକର୍ଡ ପରିମାଣର ୭୦ ଲକ୍ଷ ୫୬ ହଜାର ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ହୋଇଛି।...

୫୬୮ ଏକର ଜଙ୍ଗଲ ଜମି ଗାଏବ

କଟକ ଅଫିସ, ୮।୬: ରାଜଧାନୀ ଭୁବନେଶ୍ୱରର ୫୬୮ ଏକର ଜଙ୍ଗଲ ଜମି ଗାଏବ ହୋଇଯାଇଛି। ଏହାକୁ ନେଇ ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି)ରେ ମାମଲା ରୁଜୁ...

ମାଛଧରାକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା

ବାରିପଦା ଅଫିସ,୧ା୪- ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ଭାଗବତଚନ୍ଦ୍ରପୁର ପଞ୍ଚାୟତ ଧାନଶୋଳ ଗ୍ରାମରେ ମାଛଧରାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ...

ପାଟରପଦା ସରପଞ୍ଚ ବହିଷ୍କୃତ

ପରଜଙ୍ଗ, ୨୧।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତି ଅଭିଯୋଗ ଘଟଣାରେ ବହିଷ୍କୃତ ହୋଇଛନ୍ତି ସରପଞ୍ଚ ଦୁଃଶାସନ...

ମିଳୁନି ଲାଭ, ତଥାପି ଛାଡି ହେଉନି ବୃତ୍ତି

ରୂପ୍‌ସା,୯।୧: ବାଉଁଶରୁ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରସ୍ତୁତ କରିବା ହେଉଛି ଆମର କୌଳିକ ବୃତ୍ତି। ଅଧିକ ଲାଭ ମିଳୁ ନ ଥିଲେ ବି ବୃତ୍ତିକୁ...

ଆଗେଇ ଚାଲିଛି ବିଜେଡି: ୨୭୫ ଜୋନ୍‌ରେ ଆଗୁଆ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ୩୧୫ ଜିଲା ପରିଷଦ ଜୋନ୍‌ରେ ଗଣତି ଚାଲିଛି। ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ଆସିଥିବା ରିପୋର୍ଟ...

Advertisement
Archives

Model This Week