କମୁଛି ସଂକ୍ରମଣ: ରାଜ୍ୟରେ ୨୭୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର,୩୧।୮(ବ୍ୟୁରୋ): ରାଜ୍ୟରେ କମୁଛି କରୋନାର ଦୈନିକ ସଂକ୍ରମଣ । ଗତ ୨୪ଘଣ୍ଟାରେ ରାଜ୍ୟରେ ଆଉ ୨୭୫ ଜଣ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬୨ ସଂକ୍ରମିତ କ୍ବାରାଣ୍ଟାଇନରୁ ହୋଇଥିବାବେଳେ ୧୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ୍‌ ବୟସର ପିଲା ୪୫ ଜଣ ରହିଛନ୍ତି।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବରରୁ ୧୨, ଭଦ୍ରକରୁ ୩, ବରଗଡରୁ ୧୦, ବଲାଙ୍ଗୀରରୁ ୯, ବୌଦ୍ଧରୁ ୨, କଟକରୁ ୨୯, ଦେବଗଡରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୪, ଝାରସୁଗୁଡାରୁ ୨, ଯାଜପୁରରୁ ୮, କଳାହାଣ୍ଡିରୁ ୭, କେନ୍ଦ୍ରାପଡାରୁ ୧, କନ୍ଧମାଳରୁ ୧, କୋରାପୁଟରୁ ୧, କେନ୍ଦୁଝରରୁ ୫, ଖୋର୍ଦ୍ଧାରୁ ୬୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସେହିପରି ମୟୂରଭଞ୍ଜରୁ ୭, ନବରଙ୍ଗପୁରରୁ ୧୩,ନୟାଗଡରୁ ୫, ନୂଆପଡାରୁ ୭, ପୁରୀରୁ ୮, ରାୟଗଡାରୁ ୩, ସମ୍ବଲପୁରରୁ ୧୦, ସୁନ୍ଦରଗଡରୁ ୪୨ ଓ ଷ୍ଟେଟ୍‌ ପୁଲ୍‌ରୁ ୧୫ ଜଣ ସଂକ୍ରମିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri