Posted inଜାତୀୟ

ମୋଦିଙ୍କୁ ଭେଟିଲେ କେଜରିଓ୍ବାଲ

ନୂଆଦିଲ୍ଲୀ, ୨୧।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସଂସଦ ଭବନରେ ଭେଟିଛନ୍ତି। ଏହି ଅବସରରେ ସେ ଗତ ଲୋକ ସଭା ନିର୍ବାଚନରେ ଭାଜପାର ଐତିହାସିକ ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଦେଶର ରାଜଧାନୀ ଦିଲ୍ଲୀର ବିକାଶ ପାଇଁ କେନ୍ଦ୍ର ଏବଂ ରାଜ୍ୟ ମିଳିତ ଭାବେ କାମ କରିବା ଆବଶ୍ୟକ ବୋଲି କେଜରିଓ୍ବାଲ କହିଛନ୍ତି। ଏହାସହ ସେ ମୋଦିଙ୍କୁ ଦିଲ୍ଲୀ ସରକାରୀ ସ୍କୁଲ ଏବଂ ମୋହଲା କ୍ଲିନିକ୍‌ ଏବଂ ପଲିଟେକନିକ୍‌ ଗସ୍ତ ପାଇଁ ଆମନ୍ତ୍ରଣ କରିଛନ୍ତି। ଏହାଦ୍କବାରା ଛାତ୍ରୀଛାତ୍ରଙ୍କ ପାଠପଢା ପ୍ରତି ଉତ୍କଣ୍ଠା ବଢିବ ବୋଲି ସେ କହିଛନ୍ତି। ସେ କହିଛନ୍ତି, ଦିଲ୍ଲୀ ସରକାର ସ୍କୁଲର ଗୁଡିକର ବିକାଶ ପାଇଁ ଭଲ କାମ କରିଛନ୍ତି। ଫଳରେ ସରକାରୀ ସ୍କୁଲରେ ଫଳାଫଳ ୯୪ ପ୍ରତିଶତ ହୋଇଛି।


All Right Reserved By

ହାର୍ଦ୍ଦିକ ପଟେଲଙ୍କ ଜୀବନ ପ୍ରତି ବିପଦ: ଲୋଡିଲେ ପୋଲିସ ସହାୟତା

ଜାମ୍‌ନଗର,୨୧।୪: ଏକ ନିର୍ବାଚନୀ ସଭାରେ ଜଣେ ବ୍ୟକ୍ତି ହାର୍ଦ୍ଦିକ ପଟେଲଙ୍କୁ ଚାପୁଡ଼ା ମାରିଥିଲେ। ଏହାପରେ ହାର୍ଦ୍ଦିକ ତାଙ୍କ ଜୀବନପ୍ରତି ବିପଦଥିବା ସୂଚିତ କରି ସ୍ଥାନୀୟ ଏସ୍‌ପିଙ୍କୁ...

ରାଜନୈତିକ ଫାଇଦା ପାଇଁ ନିଜକୁ ପଛୁଆ ବର୍ଗରେ ସାମିଲ କରିଛନ୍ତି ମୋଦି: ମାୟାବତୀ

ଲକ୍ଷ୍ନୌ,୨୮।୪: ଅଦର୍‌ ବ୍ୟାକ୍‌ଓ୍ବାର୍ଡ କ୍ଲାସ(ଓବିସି)ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜକୁ ସାମିଲ କରିବା ପରେ ଏବେ ଏହାକୁ ନେଇ ଉଠିଛି ଝଡ଼। ତେବେ ରାଜନୈତିକ ଫାଇଦା...

ପ୍ରଧାନମନ୍ତ୍ରୀଙ୍କ ସମ୍ପତ୍ତି ୨.୫୧ କୋଟି

ବାରାଣସୀ,୨୭ା୪(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଲୋକ ସଭା ଆସନ ଲାଗି ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ନିର୍ବାଚନ କମିଶନଙ୍କ ପାଖରେ ଦାଖଲ ସତ୍ୟପାଠରେ ପ୍ରଧାନମନ୍ତ୍ରୀ...

୩ ବର୍ଷ ପରେ ବୃଦ୍ଧ ଦମ୍ପତିଙ୍କୁ ମିଳିଲା ନ୍ୟାୟ: ପୁଅ ବୋହୂ ତଡ଼ିଦେଇଥିଲେ ଘରୁ

ମୁମ୍ବାଇ,୨୬।୬: ଆଜିକାଲି ପିଲାମାନେ ଯେତିକି ଶିକ୍ଷିତ ହେଉଛନ୍ତି ସେତିକି ନିଜର ମାନବିକତା, ମଣିଷପଣିଆ ଓ ଆଚାର ବ୍ୟବହାର ସବୁ ଭୁଲିଯାଉଛନ୍ତି। ଦିନେ ଯେଉଁ ମା ବାପାଙ୍କ...

ବିଶ୍ୱର ସବୁଠାରୁ ଉଚ୍ଚ ପୋଲିଂ ବୁଥ୍‌ରେ ହୋଇଛି ୧୪୩ ପ୍ରତିଶତ ମତଦାନ

ଶିମ୍‌ଲା,୨୦।୫: ଅବିଶ୍ୱାସ ଲାଗୁଥିଲେ ବି ସତ। ବିଶ୍ୱର ସବୁଠାରୁ ଉଚ୍ଚରେ ଥିବା ହିମାଚଳ ପ୍ରଦେଶର ତାସିଗାଙ୍ଗ ଗାଁରେ ରବିବାର ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟରେ...

ଏନ୍‌ଆର୍‌ସି ସମୟସୀମା ଅଗଷ୍ଟ ୩୧ ଯାଏ ବଢ଼ିଲା

ନୂଆଦିଲ୍ଲୀ,୨୪ା୭(ପି.ଟି.): ଆସାମରେ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)ର ଚୂଡ଼ାନ୍ତ ସମୟ ସୀମା ସୁପ୍ରିମକୋର୍ଟ ମଙ୍ଗଳବାର ଜୁଲାଇ ୩୧ରୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏଥିସହ ୨୦%...

ଜୀବନ ସାୟାହ୍ନରେ ଅବହେଳିତ: ଦେଶର ୮୯ ପ୍ରତିଶତ ଲୋକ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର କରନ୍ତି

ନୂଆଦିଲ୍ଲୀ,୧୫।୬: ପ୍ରତିବର୍ଷ ଜୁନ୍‌ ୧୫ରେ ବିଶ୍ୱସ୍ତରରେ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର ସଚେତନତା ଦିବସ( ଓ୍ବାଲ୍ଡ ଏଲଡର ଆବ୍ୟୁଜ୍‌ ଆଓ୍ବାରନେସ୍‌ ଡେ) ପାଳନ କରାଯାଇଥାଏ। ୨୦୧୨ରେ...

ବେଆଇନ ବାଲି ଖନନ: କେନ୍ଦ୍ର ଓ ସିବିଆଇ ସହିତ ୫ ରାଜ୍ୟକୁ ସୁପ୍ରିମ୍‌କୋର୍ଟ ନୋଟିସ୍‌

ନୂଆଦିଲ୍ଲୀ,୨୪।୭: ନଦୀ ପଠାରୁ ବେଆଇନ ବାଲି ଖନନ ମାମଲାର ଶୁଣାଣି କରି ବୁଧବାର ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାର ଓ ସିବିଆଇ ସହିତ ୫ ରାଜ୍ୟ ସରକାରଙ୍କୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *