କଟକ ଡିୟର ପାର୍କର ୨୭୬ ହରିଣ ସ୍ଥାନାନ୍ତର

କଟକ,୧୦।୧: କଟକ ଡିୟର ପାର୍କରୁ ଚନ୍ଦକା ଭରତପୁର ଓ ଅମ୍ବିଲୋକୁ ୨୭୬ଟି ହରିଣ ସ୍ଥାନାନ୍ତର ହୋଇଛନ୍ତି । ତେବେ ସେମାନଙ୍କ ମଧ୍ୟରୁ ୨ଟି ହରିଣଙ୍କର ମୃତ୍ୟୁ ଘଟିଛି।
ତେବେ ହରିଣଙ୍କ ମୃତ୍ୟୁକୁ ନେଇ ଚନ୍ଦକା ଡିଏଫଓ ଶରତ ଚନ୍ଦ୍ର ବେହେରା ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଯେହେତୁ ହରିଣଗୁଡ଼ିକ ଗୋଟିଏ ଜାଗାରୁ ଅନ୍ୟ ଏକ ଜାଗାକୁ ସ୍ଥାନାନ୍ତର ହୋଇଛନ୍ତି, ସେମାନେ ସକ୍‌ରେ ଅଛନ୍ତି। ସେମାନଙ୍କୁ ଖାଦ୍ୟରେ ଆଣ୍ଟିଷ୍ଟ୍ରେସ ମେଡିସିନ ଦିଆଯାଉଛି। ସେମାନେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ଗ୍ରହଣ କରୁଛନ୍ତି। ସେ ଆହୁରି କହିଛନ୍ତି, ନନ୍ଦନକାନନ ଡାକ୍ତର ଓ ଭେଟେନାରୀ ପ୍ରଫେସରଙ୍କ ଦ୍ୱାରା ସେମାନଙ୍କର ଚିକିତ୍ସା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri