ପାଣିରେ ଯୋଗାସନ କଲେ ଯବାନ

ଇଟାନଗର,୨୧।୬: ସମଗ୍ର ବିଶ୍ୱରେ ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଯୋଗ ଦିବସକୁ ସ୍ମରଣୀୟ କରିବା ଯବାନମାନେ ପାଣି ଓ ପାହାଡ଼ ଉପରେ ଯୋଗ କରୁଥିବା ଦେଖିବାକୁ ମିଳିଛି। ଏହିି ପରିପ୍ରେକ୍ଷୀରେ ଅରୁଣାଚଳ ପ୍ରଦେଶରେ ୯ମ ବାଟାଲିୟନର ଆଇଟିବିପି ଯବାନମାନେ ଦିଗାହ ନଦୀରେ ଯୋଗ କରିଥିବା ଦେଖିବାକୁ ମିଳିଛି। ଏଥିରେ ଶତାଧିକ ଯବାନ ସାମିଲ ହୋଇଥିଲେ।


All Right Reserved By Dharitri.Com

ଏକାକୀ ଲଢ଼ିବୁ ଉପନିର୍ବାଚନ: ଅଖିଳେଶ

ଲକ୍ଷ୍ନୌ,୫।୬: ଆଗାମୀ ଦିନରେ ଉତ୍ତରପ୍ରଦେଶରେ ହେବାକୁ ଥିବା ୧୧ ବିଧାନସଭା ଉପନିର୍ବାଚନରେ ସମାଜବାଦୀ ପାର୍ଟି (ଏସ୍‌ପି) ଏକାକୀ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଅଛି ବୋଲି ଦଳର...

ଶହୀଦଙ୍କ ଭଉଣୀଙ୍କୁ ନିଆରା ଢ଼ଙ୍ଗରେ ବିଦା କଲେ କମାଣ୍ଡୋ ବନ୍ଧୁ

ରୋହତାସ୍‌,୧୪।୬: ବିହାର ରୋହତାସ୍‌ ବାଦିଲଡିହର ଜଣେ ଶହୀଦ ଯବାନଙ୍କ ଭଉଣୀର ବିବାହ ସମୟରେ ତାଙ୍କୁ ନିଆରା ଢ଼ଙ୍ଗରେ ବିଦା କରିଛନ୍ତି ଗରୁଡ କମାଣ୍ଡୋ। ଅଶୋକ ଚକ୍ରରେ...

ଓଏନ୍‌ଜିସି ପ୍ଲାଣ୍ଟରେ ଅଗ୍ନିକାଣ୍ଡ: ୪ ମୃତ

ମୁମ୍ବାଇ, ୪ା୯: ମୁମ୍ବାଇଠାରୁ ୪୫ କି.ମି. ଦୂର ଉରାନ୍‌ସ୍ଥିତ ରାଷ୍ଟ୍ରାୟତ୍ତ ତୈଳ ଓ ଗ୍ୟାସ୍‌ ପ୍ରୋସେସିଂ ପ୍ଲାଣ୍ଟ ଓଏନ୍‌ଜିସିରେ ମଙ୍ଗଳବାର ସକାଳେ ହଠାତ୍‌ ଅଗ୍ନିକାଣ୍ଡ ଘଟିବାରୁ...

ଜଷ୍ଟିସ୍‌ ତାହିଲରମଣିଙ୍କ ବିରୋଧରେ ଅନିୟମିତତା ଅଭିଯୋଗ: ତଦନ୍ତ ଲାଗି ସିବିଆଇକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧ା୧୦: ଗୋଇନ୍ଦା ବ୍ୟୁରୋ (ଆଇବି) ରିପୋର୍ଟ ଆଧାରରେ ମାଡ୍ରାସ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଭି.କେ. ତାହିଲରମଣିଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ...

ତେଲେଙ୍ଗାନାରେ ମହିଳା ପୋଲିସଙ୍କୁ ପିଟିଲେ ଟିଆର୍‌ଏସ୍‌ କର୍ମୀ

ହାଇଦ୍ରାବାଦ,୩୦।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର କର୍ମୀ ଆସିଫାବାଦ ଜିଲାରେ ବୃକ୍ଷରୋପଣ ପାଇଁ ପହଞ୍ଚିଥିବା ପୋଲିସ ଓ ବନ କର୍ମଚାରୀଙ୍କୁ ଖୁବ୍‌ ପିଟିଛନ୍ତି। ଏହି ସମୟରେ ଟ୍ରାକ୍ଟର...

ଆପତ୍ତିଜନକ ଅବସ୍ଥାରେ ପ୍ରେମୀ ଯୁଗଳଙ୍କୁ ଦେଖି ତୁରନ୍ତ ବିବାହ କରାଇଦେଲେ ଗ୍ରାମବାସୀ

ପାଟନା,୧୦।୯: ବିହାରର ସୁପୌଲ ଜିଲାରେ ଏକ ପ୍ରେମୀ ଯୁଗଳଙ୍କୁ ଆପତ୍ତିଜନକ ସ୍ଥିତିରେ ଦେଖିବା ପରେ ଗ୍ରାମବାସୀ ରାଗି ଯାଇଥିଲେ। ଆଉ ଏହାର ଫଳ ସ୍ବରୂପ ସେମାନେ...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୭।୯: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର କ୍ରିଷ୍ଣା ଘାଟି ସେକ୍ଟରେ ଶନିବାର ସକାଳେ ପାକିସ୍ତାନ ପୁଣି ଥରେ ଅସ୍ତ୍ରବିରିତି ଉଲ୍ଲଂଘନ କରିଛି। ହେଲେ ଏହାର କଡା ଜବାବ...

ଜେଲରେ ବିଳାସମୟ ଜୀବନ ବିତାଉଛନ୍ତି କଏଦୀ: ଭିଡିଓ ଭାଇରାଲ

ଭୋପାଳ,୧୦।୭: ଉତ୍ତରପ୍ରଦେଶ ମାଉ ଜିଲାରେ ଜେଲ ପ୍ରଶାସନର କାର୍ଯ୍ୟରେ ଅବହେଳା ସାମ୍ନାକୁ ଆସିଛି। ଜେଲରେ କଏଦୀମାନେ ବିଳାସମୟ ଜୀବନ ବିତାଉଥିବାର ଏକ ଭିଡିଓ ଏବେ ସୋସିଆଲ...

Leave a comment

Your email address will not be published. Required fields are marked *