Posted inଜାତୀୟ

ଯୋଗ ଦିବସରେ ୩ ବର୍ଷ ହେଲା ମୋଦି କାନ୍ଧରେ ପକେଇ ଆସୁଛନ୍ତି ଏହି ସ୍ବତନ୍ତ୍ର ଗାମୁଛା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ, ୨୧।୬: ଆଜି ସାରା ବିଶ୍ୱରେ ପାଳନ କରାଯାଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡଖଣ୍ଡର ରାଜଧାନୀ ରାଞ୍ଚିରେ ୩୦ ହଜାର ଲୋକଙ୍କ ସହ ମିଶି ଯୋଗ କରିଛନ୍ତି। ମୋଦି ୪୫ ମିନିଟରେ ୧୩ଟି ଯୋଗାସନ କରିଛନ୍ତି। ଯୋଗ କରୁଥିବା ସମୟରେ ଗୋଦିଙ୍କ କାନ୍ଧରେ ଏକ ସ୍ବତନ୍ତ୍ର ଗାମୁଛା ଦେଖିବାକୁ ମିଳିଥିଲା। ଏହି ଗାମୁଛାଟି ମୋଦି ଗତ ତିନି ବର୍ଷ ହେବ ଯୋଗ ଦିବସରେ କାନ୍ଧରେ ପକାଇ ଯୋଗ କରୁଛନ୍ତି। ଏହି ଗାମୁଛାଟି ଆସାମର। ପୂରା ସୂତା କପଡାରେ ତିଆରି କରାଯାଇଛି ଏହି ଗାମୁଛା। ଯାହା ଝାଳ ପୋଛିବାରେ ସହଜ ହୋଇଥାଏ। ଏହାସହ ଏହି ଗାମୁଛାଟି ଗିନିଶ୍‌ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକର୍ଡରେ ମଧ୍ୟ ସାମିଲ କରାଯାଇଛି। କରାଣ ଏହାର ଲମ୍ବ ୧,୪୫୫,୩ମିଟର ଲମ୍ବ। ଏହି ଗାମୁଛାଟିକୁ ମୋଦି ବିଭିନ୍ନ କାର୍ଯ୍ୟକ୍ରମରେ ମଧ୍ୟ କାନ୍ଧରେ ପକାଇଥିବାର ଲକ୍ଷ୍ୟ କରାଯାଏ।


All Right Reserved By Dharitri.Com

ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ: ପହଞ୍ଚିଲେ ୨୫ ଜଣିଆ ବିଦେଶୀ ପ୍ରତିନିଧି ଦଳ

ଶ୍ରୀନଗର,୧୨।୨: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ ପାଇଁ ଦ୍ୱିତୀୟ ଥର ଲାଗି ଏକ ୨୫ ଜଣିଆ ପ୍ରତିନିଧି ଦଳ ଶ୍ରୀନଗରରେ ପହଞ୍ଚିଛନ୍ତି।...

ସିବିଆଇ ପଞ୍ଝାରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨ା୮:ସୁବକ୍ତା, ପ୍ରଭାବଶାଳୀ କଂଗ୍ରେସ ନେତା, ରାଜ୍ୟ ସଭା ସଦସ୍ୟ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ଏଭଳି ଅନେକ ମର୍ଯ୍ୟାଦାଜନକ ବିଶେଷଣର ଅଧିକାରୀ ୭୩...

ଅମିତାଭ ବଚ୍ଚନ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ରୁଟିନ୍‌ ଚେକ୍‌ଅପ୍‌ ପାଇଁ ଯାଇଥିବାବେଳେ ତାଙ୍କୁ ସେଠାରେ ରଖାଯାଇଛି। ପେଟରେ ଅଧିକ...

ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ରାଷ୍ଟ୍ରଙ୍କୁ ବାସନ୍ଦ କରାଯାଉ: ରାଜନାଥ ସିଂ

ତାସକେଣ୍ଟ୍‌,୪।୧୧: ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ରାଷ୍ଟ୍ରଙ୍କୁ ବାସନ୍ଦ କରାଯାଉ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏନେଇ ସୋମବାର ୟୁଜବେକିସ୍ତାନର ତାସକେଣ୍ଟ୍‌ଠାରେ ଆୟୋଜିତ କାର୍ଯ୍ୟକ୍ରମ ଦସ୍ତଲିକ୍‌-୨୦୧୯ରେ ଏହା...

ଟଏଲେଟ୍‌ ପାଣିରେ ଉଡ୍‌ଲି ଚଟ୍‌ଣି ତିଆରି କରୁଥିଲେ ଦୋକାନୀ: ଭିଡ଼ିଓ ହେଲା ଭାଇରାଲ

ମୁମ୍ବାଇ,୧।୬: ଜଣେ ଜଳଖିଆ ଦୋକାନି ଇଡ୍‌ଲି ସହିତ ଖିଆ ଯାଉଥିବା ଚଟ୍‌ଣି ଟଏଲେଟ୍‌ ପାଣିରେ ତିଆରି କରୁଥିବାର ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ...

ସବୁଦିନ ଏହି ଶିବମନ୍ଦିର ପ୍ରଦକ୍ଷିଣ କରିଥାନ୍ତି ପକ୍ଷୀଦଳ…

ଶିବମନ୍ଦିରରେ ଶ୍ରଦ୍ଧାଳୁ ୧୦୮ ଥର ପ୍ରଦକ୍ଷିଣ କରିଥାନ୍ତି । ଏହାଦ୍ୱାରା ଶୁଭଫଳ ମିଳିଥାଏ ବୋଲି କେତେକେ କୁହନ୍ତି। ତେବେ ମହେନ୍ଦ୍ରଗିରି ପର୍ବତରେ ଥିବା ଭୀମାଶଙ୍କର ଶିବମନ୍ଦିରରେ...

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରଖେ ଏହି ପରିବା…

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ସହଜ ଉପାୟ ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ନିୟମିତ କଲରା ଖାଇବା ଦ୍ୱାରା ଅନେକ ଉପକାର...

କଠୋର ହେଲେ ସୁପ୍ରିମକୋର୍ଟ: ମାଗିଲେ ନଡ଼ା ଜଳାଉଥିବା ଲୋକଙ୍କ ତାଲିକା

ନୂଆଦିଲ୍ଲୀ,୪।୧୧: ରାଜଧାନୀରେ ଭୟଙ୍କର ରୂପ ନେଉଛି ପ୍ରଦୂଷଣ। ଏହି ମାମଲାରେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସୋମବାର ଦିଲ୍ଲୀରେ ବ୍ୟାପୁଥିବା ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟ...

Leave a comment

Your email address will not be published. Required fields are marked *